www.samajalive.in
Monday, December 8, 2025
13.1 C
Bhubaneswar

ଓଡିଶା ଆସିପାରନ୍ତି ପ୍ରଧାନମନ୍ତ୍ରୀ ମୋଦୀ

ଭୁବନେଶ୍ୱର : ଓଡିଶା ଆସିପାରନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ପୁରୀ ଠାରେ ଅନୁଷ୍ଠିତ ହେବାକୁ ଥିବା ବନ୍ଦେ ଭାରତ ଏକ୍ସପ୍ରେସର ଲୋକାର୍ପଣ କାର୍ଯ୍ୟକ୍ରମକୁ ଆସିପାରନ୍ତି ପ୍ରଧାନମନ୍ତ୍ରୀ। ଏନେଇ ଆଜି ବିଜେପି ସାଧାରଣ ସମ୍ପାଦକ ପୃଥ୍ୱୀରାଜ ହରିଚନ୍ଦନଙ୍କ ପକ୍ଷରୁ ଆଜି ସୂଚନା ମିଳିଛି।

Hot this week

ସୋମବାର ରାଶିଫଳ: ଆଜି ଏହି ରାଶିରେ ଋଣ ପରିଶୋଧ ହେବ

ମେଷ: ମନ ପ୍ରଫୁଲ୍ଲ ରହିବ। ଦେବଦର୍ଶନରେ ସମସ୍ତ କଳ୍ମଷ ଦୂର ହେବ।...

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

Related Articles

Popular Categories