www.samajalive.in
Monday, December 8, 2025
20.1 C
Bhubaneswar

ଆଉ ୪ ଦିନ କଲବଲ କରିବ ତାତି

ଭୁବନେଶ୍ବର: ଅସହ୍ୟ ଗୁଳୁଗୁଳି ଓ ପ୍ରବଳ ଗରମରେ ସନ୍ତୁଳି ହେଉଛି ସାରା ଆଭ୍ୟନ୍ତରୀଣ ଓଡ଼ିଶା। ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ରର ପୂର୍ବାନୁମାନ, ଆସନ୍ତା ୪ରୁ ୫ଦିନ ପର୍ଯ୍ୟନ୍ତ ରାଜ୍ୟରେ ସର୍ବାଧିକ ତାପମାତ୍ରାରେ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ; ଏହି ସମୟ ମଧ୍ୟରେ ଅନେକ ସ୍ଥାନରେ ଗରମ ଏବଂ ଗୁଳୁଗୁଳି ଅନୁଭୂତ ହେବା ଯୋଗୁଁ ଅଶ୍ବସ୍ତିକର ଅନୁଭବ ହୋଇପାରେ। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମାଲକାନଗିରି, କୋରାପୁଟ, ଗଞ୍ଜାମ, ଗଜପତି, ମୟୂରଭଞ୍ଜ ଜିଲାର କିଛି ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇପାରେ।

ଆଜି ଝାରସୁଗୁଡାରେ ଦିନ ୨ଟା ୩୦ ସୁଦ୍ଧା ୪୧.୮ ଡ଼ିଗ୍ରୀ ତାପମାତ୍ରା ଏବଂ ୨୧% ଆଦ୍ରତା ରେକର୍ଡ କରାଯାଇଛି। ଦିନ ୨.୩୦ରୁ ୫.୩୦ ମଧ୍ୟରେ ତାପମାତ୍ରା ୪୩ ରୁ ୩୯ ଡ଼ିଗ୍ରୀ ରହିବା ସମ୍ଭାବନା ରହିଛି।

Hot this week

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

ସୂନାମୀ ଆଲର୍ଟ, ଜାପାନ୍‌ରେ ଜୋରଦାର ଭୂମିକମ୍ପ

ଟୋକିଓ - ଜାପାନରେ ଜୋରଦାର ଭୂମିକମ୍ପ ଅନୁଭୂତ ହୋଇଛି । ଜାପାନ...

ଋଷିକୂଲ୍ୟା ଅଞ୍ଚଳରେ ଅତିଥି ଧ୍ରୂବହଂସ

ଗଞ୍ଜାମ: ଶୀତର ଆଗମନରେ  ଋଷିକୁଲ୍ୟା ନଦୀ ମୁହାଣ ଅଞ୍ଚଳରେ ବିଦେଶୀ  ଅତିଥି...

Related Articles

Popular Categories