www.samajalive.in
Sunday, December 14, 2025
26.1 C
Bhubaneswar

ଝାରସୁଗୁଡା ଉପନିର୍ବାଚନ ; ଦିପାଳୀଙ୍କୁ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଝାରସୁଗୁଡା ଉପନିର୍ବାଚରେ ବିଜେଡିର ଦମ୍‌‌ଦାର ବିଜୟ। ଝାରସୁଗୁଡା ଉପନିର୍ବାଚନରେ ଦୀପାଳି ଦାସଙ୍କ ବିପୁଳ ବିଜୟ ପରେ ତାଙ୍କ ସହ ମୁଖ୍ୟମନ୍ତ୍ରୀ ଫୋନ ଯୋଗେ କଥାବାର୍ତ୍ତା ହୋଇ ଅଭିନନ୍ଦନ ଜଣାଇଛନ୍ତି । ଏହି ବିଜୟ ସହ ଝାରସୁଗୁଡାର ବିକାଶ ପ୍ରକ୍ରିୟାକୁ ତ୍ବରାନ୍ବିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି । ବିଜେଡି ପ୍ରାର୍ଥିଙ୍କୁ ବିପୁଳ ଭୋଟରେ ବିଜୟ କରାଇଥିବାରୁ ଝାରସୁଗୁଡା ବାସୀଙ୍କୁ ମଧ୍ୟ ମୁଖ୍ୟମନ୍ତ୍ରୀ କୃତଜ୍ଞତା ଜଣାଇଛନ୍ତି।
ବିଜେଡି ପ୍ରାର୍ଥୀ ଦିପାଳୀ ଦାସ ୪୮,୬୧୯ ଭୋଟରେ ଜିତିଥିବା ବେଳେ ମୋଟ୍‌‌ ୧ ଲକ୍ଷ ୭ ହଜାରରୁ ଅଧିକ ଭୋଟ୍‌‌ ପାଇଛନ୍ତି।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories