www.samajalive.in
Sunday, December 14, 2025
26.1 C
Bhubaneswar

୩୬,୦୦୦ ପ୍ରାଥମିକ ଶିକ୍ଷକଙ୍କ ନିଯୁକ୍ତି ରଦ୍ଦ କଲେ କୋଲକାତା ଉଚ୍ଚନ୍ୟାୟାଳୟ

କୋଲକାତା – ପଶ୍ଚିମବଙ୍ଗରେ ୩୬,୦୦୦ ପ୍ରାଥମିକ ଶିକ୍ଷକଙ୍କ ନିଯୁକ୍ତିକୁ କୋଲକତା ଉଚ୍ଚନ୍ୟାୟାଳୟ ରଦ୍ଦ କରିଛନ୍ତି । ୨୦୧୪ ମସିହାରେ ଶିକ୍ଷକ ନିଯୁକ୍ତି ଯୋଗ୍ୟତା ପରୀକ୍ଷାରେ ଏହି ଶିକ୍ଷକମାନେ ଉତ୍ତୀର୍ଣ୍ଣ ହୋଇଥିଲେ । ନିଯୁକ୍ତି ପ୍ରକ୍ରିୟାରେ ବ୍ୟାପକ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଥିଲା ।

ପଶ୍ଚିମବଙ୍ଗ ଉଚ୍ଚନ୍ୟାୟାଳୟରେ ଏ ନେଇ ମାମଲା ରୁଜୁ କରାଯାଇଥିଲା । ନ୍ୟାୟାଳୟ ଏହାର ବିଚାର କରି ଏଥିରେ ବ୍ୟାପକ ଅନିୟମିତତା ଏବଂ ଦୁର୍ନୀତି ହୋଇଥିବା ପ୍ରମାମ ପାଇଥିଲେ । ରାଜ୍ୟରେ ଏତେ ଅଧିକ ଦୁର୍ନୀତି କେବେ ହୋଇ ନଥିବା ଅଦାଲତ ରାୟରେ ପ୍ରକାଶ କରିଛନ୍ତି ।

Hot this week

ଧାନ କଟା ମେସିନରେ କଟିଗଲେ ଯୁବଚାଷୀ

ସମାଜ ଲାଇଭ ଡେସ୍କ :ବାଲେଶ୍ଵର ରେ ଧାନକଟା ମେସିନ୍ ରେ  କଟି...

ଧାନ ଜମିରେ ଜଳିଗଲେ ଚାଷୀ

ସମାଜଲାଇଭ ଡେସ୍କ: ଧାନ ଜମିରେ ଜଳିଗଲେ ଚାଷୀ। ପୁରୀ ଜିଲା ପିପିଲି...

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

Related Articles

Popular Categories