www.samajalive.in
Sunday, December 7, 2025
13.1 C
Bhubaneswar

ଏଏସଓ ମେରିଟ୍‌‌ ଲିଷ୍ଟ ଖାରଜ- ହାଇକୋର୍ଟ

ଭୁବନେଶ୍ୱର : ଖାରଜ ହେଲା ଏଏସଓ ମେରିଟ୍‌‌ ଲିଷ୍ଟ। ହାଇକୋର୍ଟରେ ଏଏସଓ ପରୀକ୍ଷା ଅନିୟମିତତା ମାମଲାରେ ଓପିଏସସିର ମେରିଟ୍‌‌ ଲିଷ୍ଟ ଶୁକ୍ରବାର ଖାରଜ କଲେ ହାଇକୋର୍ଟ। ୨ ମାସ ମଧ୍ୟରେ ସାନି ମେରିଟ୍‌‌ ଲିଷ୍ଟ ପ୍ରକାଶ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଲିଖିତ ପରୀକ୍ଷାର ମୋଟ ମାର୍କ ଆଧାରରେ ମେରିଟ୍‌‌ ଲିଷ୍ଟ ପ୍ରସ୍ତୁତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ୭୯୬ଟି ଏଏସଓ ପଦବୀ ପାଇଁ ଗତବର୍ଷ ଅଗଷ୍ଟରେ ପରୀକ୍ଷା ହୋଇଥିଲା।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories