www.samajalive.in
Tuesday, December 9, 2025
16.1 C
Bhubaneswar

କେଦାରନାଥରେ ପ୍ରଧାନମନ୍ତ୍ରୀ ମୋଦି

କେଦାରନାଥ .-  ଦୀପାବଳି ଅବସରରେ ପ୍ରଧାନମନ୍ତ୍ରୀ ମୋଦି କେଦାରନାଥଙ୍କୁ ଦର୍ଶନ କରିଛନ୍ତି । ବୁଧବାର ସକାଳେ  ପ୍ରଧାନମନ୍ତ୍ରୀ  କେଦାରନାଥରେ ପହଞ୍ଚିଥିଲେ । ୨୦୧୩ ବାଦଲଫଟା ବର୍ଷା ଓ ବନ୍ୟାପରେ ସେଠାରେ କରାଯାଉଥିବା ନିର୍ମାଣ କାର୍ଯ୍ୟର ତଦାରଖ କରିଥିଲେ ।  ବାଦଳ ଫଠା ବର୍ଷା ଓ  ବନ୍ୟାରେ ହଜାର ହଜାର  ଶ୍ରଦ୍ଧାଳୁ ପ୍ରାଣ ହରାଇଥିଲେ ।

ଗତ ୬ ମାସ ମଧ୍ୟରେ ପ୍ରଧାନମନ୍ତ୍ରୀ ୨ ଥର କେଦାର ନାଥ ଗସ୍ତ କରିଛନ୍ତି  ।  ଏବେ କେଦାରନାଥରେ ତୁଷାରପାତ ହେଉଛି । ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ବରଫ ସଫା କରାଯିବା ସହ କେଦାରନାଥଙ୍କ ମନ୍ଦିରକୁ ସୁନ୍ଦର ଭାବରେ ସଜା ଯାଇଥିଲା । ସେଠାରେ ୫୦୦ ଦୀପ  ପ୍ରଜ୍ୱଳନ କରାଯାଇଥିଲା । ସେନା ବାହିନୀର ଯବାନଙ୍କ ସହ ପ୍ରଧାନମନ୍ତ୍ରୀ ଦୀପାବଳି ପାଳନ କରିବାର କାର୍ଯ୍ୟକ୍ରମ ରହିଛି ।

Hot this week

ଦୁର୍ନୀତି ବ୍ୟାଧିର ଉପଚାର

ପୂର୍ବ ୟୁରୋପର ଦେଶ ଜର୍ଜିଆ, ଯାହା କି ପୂର୍ବରୁ ସୋଭିଏତ୍‌‌ ରୁଷ...

ଚିନ୍ତାକଳ୍ପ : ଗୃହୀ ସାଧକର ଆଭିମୁଖ୍ୟ

ମହର୍ଷି ଅଙ୍ଗିରାଙ୍କ ଆଶ୍ରମରେ ରହି ଶିଷ୍ୟମାନେ ଅଧ୍ୟୟନ କରୁଥାନ୍ତି। ତାଙ୍କ ମାର୍ଗଦର୍ଶନରେ...

ସମ୍ପାଦକୀୟ : ଜାତିସଂଘର ପାଣ୍ଠି ଚିନ୍ତା

ବିଶ୍ବବ୍ୟାପୀ ମାନବିକ ସହାୟତା ପ୍ରଭାବିତ ମିଳିତ ଜାତିସଂଘ ୨୦୨୬ ବର୍ଷ ପାଇଁ ୨୩...

ସମ୍ପାଦକୀୟ : ଗୋଆ ଅଗ୍ନିକାଣ୍ଡ

କେବେ ଆମେ ସଚେତନ ହେବା ? ଗୋଆର ଏକ ନାଇଟ୍ କ୍ଲବରେ ଯେଉଁ...

ମଙ୍ଗଳବାର ରାଶିଫଳ: ଭାଗ୍ୟ ଡୋରିକୁ ନିଜ ହାତରେ ରଖିବେ, ବ୍ୟବସାୟରୁ ପ୍ରଚୁର ଲାଭ ହେବ

ମେଷ: ସୁଖଦା, ସତ୍‌ଚରିତ୍ରା, ପତିବ୍ରତା ସହଧର୍ମିଣୀଙ୍କ ପରାମର୍ଶ ଉପାଦେୟ ହେବ। ବିଭିନ୍ନ ସୂତ୍ରରୁ...

Related Articles

Popular Categories