www.samajalive.in
Sunday, December 7, 2025
23.1 C
Bhubaneswar

ପୋଖରୀରେ ବୁଡ଼ି ମେଧାବୀ ଛାତ୍ର ମୃତ

ଭଦ୍ରକ: ଭଦ୍ରକ ବ୍ଲକ ବନ୍ଧଗାଁ ପଞ୍ଚାୟତ ଶ୍ରୀରାମପୁର ଗାଁରେ ଘଟିଛି ଏକ ଦୁଃଖଦ ଘଟଣା। ପୋଖାରୀରେ ବୁଡ଼ି ଚାଲିଯାଇଛି ଜଣେ ମେଧାବୀ ଛାତ୍ରଙ୍କ ଜୀବନ। ଗାଁର ରମେଶ ମହାପାତ୍ରଙ୍କ ପୁଅ ଚନ୍ଦନ ଶୁକ୍ରବାର ନିଜ ବାଡି ପୋଖରୀରେ ଗାଧୋଇବା ବେଳେ ପାଣିରେ ବୁଡିଯିବା ଯୋଗୁ ତାଙ୍କର ମୃତ୍ୟୁ ଘଟିଛି। ଚନ୍ଦନ ମାଟ୍ରିକ ପରୀକ୍ଷାରେ ୫୧୯ ନମ୍ବର ରଖିଥିଲେ। ଗତକାଲି ଫଳ ପ୍ରକାଶ ପାଇବା ପରେ ବେଶ୍ ଖୁସି ଥିଲେ ଚନ୍ଦନ ଓ ପରିବାର। ହେଲେ ଆଜିର ଅଘଟଣ ପରେ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ବ୍ୟବଚ୍ଛେଦ ପାଇଁ ଚନ୍ଦନଙ୍କ ମୃତଦେହକୁ ଭଦ୍ରକ ଡାକ୍ତରଖାନା ପଠାଯାଇଛି।

Hot this week

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

Related Articles

Popular Categories