www.samajalive.in
Saturday, December 13, 2025
26.1 C
Bhubaneswar

କ୍ୟାମ୍ପର ଜଣେ ବିଏସ୍ଏ‌ଫ୍‌ ଯବାନଙ୍କ ଆତ୍ମହତ୍ୟା

ମାଲକାନାଗିରି:  କ୍ୟାମ୍ପର ଜଣେ ବିଏସ୍ଏ‌ଫ୍‌ ଯବାନ ଆଜି ଆତ୍ମହତ୍ୟା କରିଥିବା ସୂଚନା ମିଳିଛି । ନିଜ ସର୍ଭିସ ରିଭରଭଲରୁ ନିଜ ମୁଣ୍ଡକୁ ଗୁଳି କରି ସେ ଆତ୍ମହତ୍ୟା କରିଛନ୍ତି । ଆତ୍ମହତ୍ୟା କରିଥିବା ଯବାନଙ୍କ ନାମ ହେଲା ପଙ୍କଜ କୁମାର ଏବଂ ତାଙ୍କ ଘର ଝାଡ଼ଖଣ୍ଡରରେ ବୋଲି ଜଣାପଡିଛି । ପାରିବାରିକ କଳହକୁ ଯୋଗୁଁ ମାନସିକ ଭାରସାମ୍ୟ ହରାଇ ସେ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି । ଖବର ପାଇ ଘଟଣାସ୍ଥଳରେ ଚିତ୍ରୋକୋଣ୍ଡା ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories