www.samajalive.in
Sunday, December 14, 2025
26.1 C
Bhubaneswar

ପୁଣି ବିମାନବନ୍ଦରରୁ ଜବତ ହେଲା ୩୫ ଲକ୍ଷ ଟଙ୍କାର ସୁନା ବିସ୍କୁଟ

ଭୁବନେଶ୍ୱର: ଆଜି ପୁଣି ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରୁ ସୁନା ବିସ୍କୁଟ ଜବତ ହୋଇଛି । କ୍ୱାଲାଲୁମପୁରରୁ ଦୁବାଇରୁ ଭୁବନେଶ୍ୱର ଆସୁଥିବା ଯାତ୍ରଙ୍କ ନିକଟରୁ ୧ କିଲୋ ୨୦୦ ଗ୍ରାମ ସୁନା ଜବତ ହୋଇଛି । ଏହାର ଆନୁମାନିକ ବଜାର ମୂଲ୍ୟ ପ୍ରାୟ ୩୫ ଲକ୍ଷ ଟଙ୍କା ହେବ ବୋଲି ପୁଲିସ ସୂଚନା ଦେଇଛି । ଏହି ମାମଲାରେ ୨ ଜଣ ଅଟକ ରଖି ପଚରାଉଚରା ଚଳାଇଛି ପୁଲିସ ।

ସୂଚନାଯୋଗ୍ୟ,  ଗତକାଲି ବିମାନବନ୍ଦରରୁ ୧୨ ଲକ୍ଷ ଟଙ୍କାର ସୁନା ଜବତ ହୋଇଥିଲା । ସେଥିରେ ୩ଟି ଗୋଲ୍ଡ ବାର ଓ ୧୪୩ଟି ଗୋଲ୍ଡ ରିଙ୍ଗ୍ ରହିଥିଲା ।  ଗତ ମାର୍ଚ୍ଚ ୧୧ତାରିଖରେ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରରୁ ୨୪ ଲକ୍ଷ ଟଙ୍କାର ସୁନା ଅଳଙ୍କାର ଓ ମୁଦ୍ରା ଜବତ ହୋଇଥିଲା ।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories