www.samajalive.in
Friday, December 12, 2025
26.1 C
Bhubaneswar

କଣ୍ଟେନର ପଛରେ ଧକ୍କା ଦେଇ ୧୨ ଚକିଆ ଟ୍ରକ ଦୁର୍ଘଟଣା ଗ୍ରସ୍ତ, ଚାଳକ ଆହତ

ପାଟଣା :  କେନ୍ଦୁଝର ଜିଲ୍ଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ୪୯ ନମ୍ବର ଜାତୀୟ ରାଜପଥର ନିହ୍ନୁଆଁ ଛକ ନିକଟରେ କଣ୍ଟେନର ପଛରେ ଏକ ୧୨ ଚକିଆ ଟ୍ରକ ଧକ୍କା ଦେଇ ଦୁର୍ଘଟଣା ଗ୍ରସ୍ତ ହୋଇଛି । ଦୁର୍ଘଟଣାରେ ଟ୍ରକ ଚାଳକ ଗାଡି ଭିତରେ ଚାପି ହୋଇ ରହି ଯାଇଥିବା ବେଳେ ତାଙ୍କୁ ଆହତ ଅବସ୍ଥାରେ ଉଦ୍ଧାର କରାଯାଇ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଉଭୟ କଣ୍ଟେନର ଓ ଟ୍ରକ ଆଗପଛ ହୋଇ ଯଶିପୁର ଆଭିମୁଖେ ଯାଉଥିବା ବେଳେ ନିହ୍ନୁଆଁ ଛକ ନିକଟରେ କଣ୍ଟେନରଟି ହଠାତ୍ ବ୍ରେକ ମାରି ଦେବାରୁ ଟ୍ରକଟି କଣ୍ଟେନର ପଛରେ ଧକ୍କା ଦେଇଥିଲା। ଖବର ପାଇ ତୁରୁମୁଙ୍ଗା ପୁଲିସ ଘଟଣା ସ୍ଥଳରେ ପହଞ୍ଚିଛି।

Hot this week

ନନ୍ଦନକାନନ ଥାନାର ପୂର୍ବତନ ଏସ୍ଆଇ ଅମିନ ଖାନ ଲାଞ୍ଚ ମାମଲାରେ ଦୋଷୀ ସାବ୍ୟସ୍ତ

ଭୁବନେଶ୍ୱର - ଭୁବନେଶ୍ୱରରେ ଥିବା ନନ୍ଦନକାନନ ଥାନା (ଅବସରପ୍ରାପ୍ତ) ପୂର୍ବତନ ପୋଲିସ...

ସୁନା ଓ ରୂପା ଦର ରେକର୍ଡ ଭାଙ୍ଗିଲା

ନୂଆଦିଲ୍ଲୀ- ପୁଣି ଥରେ ସୁନା ଏବଂ ରୂପା ସମସ୍ତ ରେକର୍ଡ ଭାଙ୍ଗିଛି।...

୬ ଦେଶରେ ବ୍ୟାନ ଫିଲ୍ମ ଧୁରନ୍ଧର

ମୁମ୍ବାଇ :ସାଉଦି ଆରବ ,ୟୂଏଇ ଓ କତାରରେ ବ୍ୟାନ ହେଲା ହିନ୍ଦୀ...

ତୃତୀୟ ବିଶ୍ୱଯୁଦ୍ଧ ପରିସ୍ଥିତି- ଟ୍ରମ୍ପ ଦେଲେ ଚେତାବନୀ

ନ୍ୟୁୟର୍କ - ବିଶ୍ୱ ତୃତୀୟ ବିଶ୍ୱ ଆଡକୁ ମୁହାଁଉଛି । ରୁଷ୍‌...

କମୁନି ‘ଧୁରନ୍ଧର’ର କ୍ରେଜ୍।

ମୁମ୍ବାଇ :କମୁନି 'ଧୁରନ୍ଧର'ର କ୍ରେଜ୍। ଡିସେମ୍ବର ୫ରେ ରିଲିଜ ଛି 'ଧୁରନ୍ଧର'।...

Related Articles

Popular Categories