www.samajalive.in
Sunday, December 14, 2025
26.1 C
Bhubaneswar

ଚିର ନିଦ୍ରାରେ ଲୋକପ୍ରିୟ ଅଭିନେତା ଶରତ ବାବୁ

ହାଇଦ୍ରାବାଦର: ଲୋକପ୍ରିୟ ଦକ୍ଷିଣ ଭାରତୀୟ ଅଭିନେତା ଶରତ ବାବୁଙ୍କ ପରଲୋକ ଘଟିଛି। ସୋମବାର ୭୧ ବର୍ଷ ବୟସରେ ହାଇଦ୍ରାବାଦର ଏକ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ଏହି ଖବର ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଶିଳ୍ପକୁ ଏକ ଶକ୍ତ ଧକ୍କା ଦେଇଛି।

ସୂଚନା ଅନୁସାରେ, ସ୍ବାସ୍ଥ୍ୟଗତ ସମସ୍ୟା କାରଣରୁ ଶରତ ବାବୁ ଗତ କିଛି ଦିନ ପୂର୍ବରୁ ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ। ତାଙ୍କ ଅବସ୍ଥା ଗୁରୁତର ଥିଲା। ତାଙ୍କର ଅନେକ ପ୍ରମୁଖ ଅଙ୍ଗ ଭଲ ଭାବେ କାମ କରୁ ନଥିଲା। ଡାକ୍ତରଙ୍କ ସମସ୍ତ ଚେଷ୍ଟା ସତ୍ତ୍ୱେ ଶେଷରେ ଆଜି ସେ ଏ ଦୁନିଆରୁ ବିଦାୟ ନେଇଛନ୍ତି।

- Advertisement -

 

Hot this week

ଧାନ ଜମିରେ ଜଳିଗଲେ ଚାଷୀ

ସମାଜଲାଇଭ ଡେସ୍କ: ଧାନ ଜମିରେ ଜଳିଗଲେ ଚାଷୀ। ପୁରୀ ଜିଲା ପିପିଲି...

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

Related Articles

Popular Categories