www.samajalive.in
Monday, December 8, 2025
13.1 C
Bhubaneswar

ରାଜଧାନୀରେ ଯୁବକଙ୍କୁ ଗୋଡାଇ ଗୋଡାଇ ହାଣିଲେ ଦୁର୍ବୃତ୍ତ

ଭୁବନେଶ୍ୱର : ପୁଣି ରାଜଧାନୀରେ ଆଉ ଏକ ହତ୍ୟା ଘଟଣା ସାମ୍ନାକୁ ଆସିଛି। ଯୁବକଙ୍କୁ କରାଯାଇଛି ନିର୍ମମ ହତ୍ୟା। ପୂର୍ବ ଶତ୍ରୁତାରୁ ୩ ରୁ ୪ ଦୁର୍ବୃତ୍ତ ଉକ୍ତ ଯୁବକଙ୍କୁ ଗୋଡାଇ ଗୋଡାଇ ହାଣିଛନ୍ତି। ୟୁନିଟ୍‌‌-୧ ଅଞ୍ଚଳର ଏକ କ୍ୱାର୍ଟର୍ସ ନିକଟରେ ରକ୍ତ ଜୁଡୁବୁଡୁ ଅବସ୍ଥାରେ ମୃତଦେହ ପଡିଛି। ଖବର ପାଇ ଘଟଣା ସ୍ଥଳରେ କ୍ୟାପିଟାଲ ଥାନା ପୁଲିସ ପହଞ୍ଚି ଛାନଭିନ୍‌‌ ଆରମ୍ଭ କରିଛି।

Hot this week

କପ୍‌ ୩୦- ଆଶା ଓ ନିରାଶା

ସମ୍ପ୍ରତି ବିଶ୍ୱ ଜଳବାୟୁ ପରିବର୍ତ୍ତନର କ୍ରମବର୍ଦ୍ଧିଷ୍ଣୁ ବିନାଶକାରୀ ପ୍ରଭାବର ସମ୍ମୁଖୀନ ହେଉଥିବା...

ଚିନ୍ତାକଳ୍ପ : ମରଣଜୟୀ

ସାତ ସମୁଦ୍ର ତେର ନଈ ସେପାରିରୁ ଭାରତକୁ ଆସିଥିଲେ ବ୍ୟବସାୟ ଉଦ୍ଦେଶ୍ୟରେ।...

ସମ୍ପାଦକୀୟ : ଭାରତ-ରୁଷିଆ ସମ୍ପର୍କ

କେବଳ ରାଜନୀତିକ ବନ୍ଧୁତ୍ବରେ ସୀମିତ ନ ରହୁ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ...

ଦେଶର ୧୦୦ ଦୁର୍ଘଟଣା ପ୍ରବଣ ଜିଲା ତାଲିକା: ୮୪ ରେ ସୁନ୍ଦରଗଡ଼, ୯୦ ରେ ଗଞ୍ଜାମ

ରାଉରକେଲା: ଜାତୀୟ ରାଜପଥ ମନ୍ତ୍ରଣାଳୟ ସଦ୍ୟ ପ୍ରକାଶିତ ରିପୋର୍ଟ ଅନୁସାରେ ଦେଶର...

ସମ୍ପାଦକୀୟ : ସବୁଜ ଶକ୍ତି

କାମରେ ପ୍ରତିଫଳିତ ହେବା ଉଚିତ ପୁରୀରେ ଆୟୋଜିତ ‘ଗ୍ଲୋବାଲ ଏନର୍ଜି ଲିଡର୍ସ ସମିଟ-୨୦୨୫’ରେ...

Related Articles

Popular Categories