www.samajalive.in
Monday, December 8, 2025
27.1 C
Bhubaneswar

ତତଲା କଡେଇରେ ସାରା ରାଜ୍ୟ; ଜଳୁଛି ରାଜଧାନୀ

ଭୁବନେଶ୍ୱର : ଜଳୁଛି ଓଡିଶା। ସାରା ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ସାଢେ ୧୧ଟାରେ ଅଧିକାଂଶ ଅଞ୍ଚଳର ତାପମାତ୍ରା ୪୦ ଡିଗ୍ରୀ ପାଖାପାଖି ରହିଛି। ତେବେ ଏହା ମଧ୍ୟରେ ଭୁବନେଶ୍ୱର ରାଜ୍ୟର ସର୍ବାଧିକ ଉତ୍ତପ୍ତ ସହର ହୋଇଥିବା ବେଳେ ସାଢେ ୧୧ଟା ସୁଦ୍ଧା ରାଜଧାନୀ ତାପମାତ୍ରା ୩୯.୨ ଡିଗ୍ରୀ ରେକର୍ଡ କରାଯାଇଛି। ଏହାସହ ସମ୍ବଲପୁର ତାପମାତ୍ରା ମଧ୍ୟ ୩୯.୨ ଡିଗ୍ରୀ। ଝାରସୁଗୁଡା ୩୮.୪, ହୀରାକୁଦ ୩୭.୪, ଚାନ୍ଦବାଲି ୩୫.୬ ଡିଗ୍ରୀ ରେକର୍ଡ କରାଯାଇଛି।

Hot this week

ହୋଟେଲ ବୁକିଂ ନାଁରେ ଠକେଇ: ସାବଧାନ, ଠକମାନେ ଏମିତି ଫଶାଉଛନ୍ତି

ସମାଜ ଡିଜିଟାଲ ଡେସ୍କ: ନିକଟରେ, ପ୍ରୟାଗରାଜର କ୍ୟାଣ୍ଟ ପୁଲିସ ଷ୍ଟେସନ ଅଞ୍ଚଳରେ...

ପଲିଥିନ୍‌ କାରଖାନାରେ ନିଆଁ

କଟକ: ଆଜି କଟକ ଜଗତପୁରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗୁଜରପୁରଠାରେ ଥିବା...

ସଂସଦରେ ‘ବନ୍ଦେ ମାତରମ୍‌ ବିତର୍କ’: କଂଗ୍ରେସକୁ ଟାର୍ଗେଟ

ନୂଆଦିଲ୍ଳୀ: ସୋମବାର ସଂସଦର ଶୀତକାଳୀନ ଅଧିବେଶନରେ ‘ବନ୍ଦେ ମାତରମ୍‌’ ଉପରେ ବିତର୍କ...

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ମରାମତି ଖର୍ଚ୍ଚ ୫୦ ଲକ୍ଷ ଟଙ୍କା

ଭୁବନେଶ୍ଵର : ଆଜି ବିଧାନସଭାର ଶୀତ ଅଧିବେଶନର ଦଶମ ଦିନ। ଗୃହ...

କମ୍ବୋଡିଆ ସେନା ଉପରେ ଥାଇଲ୍ୟାଣ୍ଡର ଆକ୍ରମଣ

ସମାଜ ଲାଇଭ ଡ଼େସ୍କ : ଥାଇଲ୍ୟାଣ୍ଡ ଏହାର ପଡ଼ୋଶୀ ଦେଶ କମ୍ବୋଡିଆ...

Related Articles

Popular Categories