www.samajalive.in
Saturday, December 13, 2025
26.1 C
Bhubaneswar

ବିଜେପି ଘଣ୍ଟିଖାଲ ମଣ୍ଡଳର କାର୍ଯ୍ୟକାରିଣୀ ବୈଠକ

ଗୁରୁଡିଝାଟିଆ : ଘଣ୍ଟିଖାଲ ବିଜେପି ମଣ୍ଡଳର କାର୍ଯ୍ୟକାରିଣୀ ବୈଠକ ଗୁରୁବାର ଅନୁଷ୍ଠିତ ହୋଇଯାଇଛି । ଏଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ୯ ବର୍ଷ ପୂର୍ତ୍ତି ଉପଲକ୍ଷେ ଏକମାସ ଧରି ମହାଜନସଂପର୍କ ଯାତ୍ରା ସରକାରଙ୍କ ଗରୀବ ଶୋଷିତ ଓ ବଞ୍ଚିତଙ୍କ କଲ୍ୟାଣ ଉଦ୍ଦେଶ୍ୟରେ ଜନସାଧାରଣଙ୍କୁ ଅବଗତ କରାଇବା ସହିତ ତୃଣମୂଳସ୍ତରରେ କାର୍ଯ୍ୟ କରିବା ପାଇଁ ଆହ୍ୱାନ ଦିଆ ଯାଇଥିଲା। ବରିଷ୍ଠ ବିଜେପିନେତା ବ୍ରଜେନ୍ଦ୍ର ରାୟ, ଆଲୋକ ମହାନ୍ତି, ବିଧାନସଭା ସଂଯୋଜକ ବିକ୍ରମ ଦାସ, ଅନୁସୂଚିତ ଜାତି ରାଜ୍ୟ ସଂଯୋଜକ ସତ୍ୟଜିତ୍ ମଲ୍ଲିକ, ରାଜ୍ୟ ଯୁବମୋର୍ଚ୍ଚା ସଂଯୋଜକ ଅଶ୍ୱିନୀ ସାହୁ ଓ ଘଣ୍ଟିଖାଲ ମଣ୍ଡଳ ବିଜେପି ସଭାପତି ନିର୍ମଳ ପତ୍ରୀଙ୍କ ସହିତ ବହୁ ଆଗଧାଡିର ବିଜେପି ନେତା ଏଥିରେ ଯୋଗଦେଇ ଥିଲେ।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories