www.samajalive.in
Sunday, December 14, 2025
26.1 C
Bhubaneswar

ବିଜେପି ଖୁଣ୍ଟୁଣୀ ମଣ୍ଡଳର କଜ୍ୟକାରିଣୀ ବୈଠକ

ଗୁରୁଡ଼ିଝାଟିଆ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ୯ବର୍ଷ ପ୍ରଧାନମନ୍ତ୍ରୀତ୍ୱ ପୂର୍ତ୍ତି ଉପଲକ୍ଷେ ଏକମାସ ବ୍ୟାପି ମହାଜନସଂପର୍କ ଅଭିଯାନ ଅନୁଷ୍ଠିତ ହେବା ପାଇଁ ଆଜି ଏକ ବୈଠକ ମଣ୍ଡଳ ସଭାପତି ଉମେଶ ସାମଲ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଛି। ବରିଷ୍ଠ ବିଜେପି ନେତା ବ୍ରଜେନ୍ଦ୍ର ରାୟ ବିଧାନସଭା ପ୍ରଭାରୀ ଜ୍ଞାନେନ୍ଦ୍ର ସ୍ୱାଇଁ, ମଣ୍ଡଳର ମନ୍‌‌ କି ବାତ୍‌‌ ସାଧାରଣ ସଂପାଦକ ସୁବାସ ମହାନ୍ତି, ରମାକାନ୍ତ ସେନାପତି ପ୍ରମୁଖ ଉପସ୍ଥିତ ରହି ସରକାରଙ୍କ ଜନହିତକର ଯୋଜନାକୁ ଗାଁ ଗାଁରେ ପହଞ୍ଚାଇବା, ଅବହେଳିତଙ୍କ କଲ୍ୟାଣ ନିମନ୍ତେ ସମର୍ପିତ ସେବା ଯୋଗାଇ ଦେବା ସଂପର୍କରେ ଆଲୋଚନା କରାଯାଇଥିଲା।

Hot this week

ଧାନ କଟା ମେସିନରେ କଟିଗଲେ ଯୁବଚାଷୀ

ସମାଜ ଲାଇଭ ଡେସ୍କ :ବାଲେଶ୍ଵର ରେ ଧାନକଟା ମେସିନ୍ ରେ  କଟି...

ଧାନ ଜମିରେ ଜଳିଗଲେ ଚାଷୀ

ସମାଜଲାଇଭ ଡେସ୍କ: ଧାନ ଜମିରେ ଜଳିଗଲେ ଚାଷୀ। ପୁରୀ ଜିଲା ପିପିଲି...

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

Related Articles

Popular Categories