www.samajalive.in
Monday, December 8, 2025
27.1 C
Bhubaneswar

ନୂଆ ସଂସଦ ଭବନ ମୁଖ୍ୟ ପ୍ରବେଶ ଦ୍ୱାରରେ ସ୍ଥାନ ପାଇଛି ଐତିହାସିକ କୋଣାର୍କ ଚକ୍ର

ନୂଆଦିଲ୍ଲୀ: ନୂଆ ସଂସଦ ଭବନରେ ସ୍ଥାନ ପାଇଛି ଓଡ଼ିଶାର କଳାକୃତି। ସଂସଦର ୩ ଦ୍ବାର ମଧ୍ୟରୁ ଗୋଟିଏ ଦ୍ବାରରେ ଐତିହାସିକ କୋଣାର୍କ ଚକ୍ର ସ୍ଥାନିତ ହୋଇଛି। ସଂସଦ ଭବନର କର୍ମଦ୍ବାରରେ କୋଣାର୍କ ସୂର୍ଯ୍ୟ ମନ୍ଦିରର ଚକ୍ର ସ୍ଥାନିତ କରାଯାଇଛି। କର୍ମଦ୍ବାରରେ ସର୍ଦ୍ଦାର ପଟେଲ ଓ ଡ.ବି.ଆର.ଆମ୍ବେଦକରଙ୍କ ପ୍ରତିମୂର୍ତ୍ତି ବି ସ୍ଥାନିତ ହୋଇଛି।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆ ସଂସଦ ଭାବନାକୁ ଲୋକାର୍ପିତ କରିଛନ୍ତି। ୬୪ ହଜାର ୫ ଶହ ବର୍ଗମିଟର କ୍ଷେତ୍ରରେ ନିର୍ମିତ ତ୍ରିକୋଣାକାର ନୂଆ ସଂସଦ ଭବନରେ ଅତ୍ୟାଧୁନିକ ଜ୍ଞାନକୌଶଳ ବ୍ୟବହାର କରାଯାଇଛି।

- Advertisement -

ଏହି ନୂଆ ସଂସଦ ଭବନ ମୁଖ୍ୟ ପ୍ରବେଶ ଦ୍ୱାରରେ ଓଡ଼ିଶାର କଳା ଓ ସଂସ୍କୃତିର ପ୍ରତୀକ ଐତିହାସିକ ଅଶୋକ ଚକ୍ର ଖୋଦିତ ହୋଇଛି ଏବଂ ଏହାର ତଳେ ସତ୍ୟମେବ ଜୟତେ ଲେଖାଯାଇଛି। ନୂତନ ସଂସଦ ଭବନ ଗୃହରେ ରହିଛି ୩ଟି ପ୍ରବେଶ ପଥ ରହିଛି। ସେହି ଦ୍ୱାର ଗୁଡିକର ନାଁ ଜ୍ଞାନ ଦ୍ବାର, ଶକ୍ତି ଦ୍ବାର ଓ କର୍ମ ଦ୍ବାର ରଖାଯାଇଛି।

Hot this week

ଗୋପାଳପୁର ଗଣଦୁଷ୍କର୍ମ ମାମଲା: ୫ ଅଭିଯୁକ୍ତଙ୍କ ନାଁରେ ଚାର୍ଜଫ୍ରେମ

ସମାଜଲାଇଭ ଡେସ୍କ: ଗୋପାଳପୁର ଗଣଦୁଷ୍କର୍ମ ମାମଲାରେ ଗିରଫ ହୋଇଥିବା ୧୦ ଅଭିଯୁକ୍ତଙ୍କ...

ଯାତ୍ରୀଙ୍କୁ ୪୫୦୦ ଲଗେଜ ହସ୍ତାନ୍ତର କଲା ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ଉଡ଼ାଣ ବାତିଲ ଯୋଗୁ ହଜାର ହଜାର...

ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ଜେଲ୍‌ ଦଣ୍ଡ

ନୂଆଦିଲ୍ଲୀ: ଏଣିକି ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ୫ ବର୍ଷ...

ରାଜ୍ୟର ସବୁ କ୍ଲବ, ପବ୍‌ରେ ଯାଞ୍ଚ ହେବ ଅଗ୍ନି ନିରାପତ୍ତା

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡରେ ୨୫ ଜଣଙ୍କ ପ୍ରାଣହାନୀ...

କଲେଜ ଭିତରେ ଛାତ୍ରଙ୍କୁ ଛୁରାମାଡ

ବାରିପଦା : ବାରିପଦାରେ ଅଭାବନୀୟ ଘଟଣା ଘଟିଛି। ବାଇଗଡବାହିଆ ସ୍ଥିତ ବିବି...

Related Articles

Popular Categories