www.samajalive.in
Sunday, December 14, 2025
26.1 C
Bhubaneswar

ସ୍ତ୍ରୀକୁ ହାଣିଦେଲା ସଇତାନ ସ୍ବାମୀ

ଭଞ୍ଜନଗର: ଟଙ୍କା ନ ଦେବାରୁ ସ୍ତ୍ରୀକୁ ହାଣି ମାରିଲା ସଇତାନ ସ୍ବାମୀ। ଆଖୁପଦର ଗାଁରେ ପାରିବାରିକ କଳହରୁ ସ୍ତ୍ରୀକୁ ବିଭିତ୍ସ ହତ୍ୟାକାଣ୍ଡ ହୋଇଥିବା ସୂଚନା ମିଳିଛି। ଟଙ୍କା ନ ଦେବାରୁ ସ୍ତ୍ରୀକୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଛି ସ୍ବାମୀ। ଘଟଣାସ୍ଥଳରେ ସାଇଟିଫିକ ଟିମ ପହଞ୍ଚି ତଦନ୍ତ ଆରମ୍ଭ କରିଥିବାବେଳେ ପୁଲିସର ଛାନଭିନ ଜାରି ରଖିଛି ଏବଂ ଅଭିଯୁକ୍ତ ସ୍ବାମୀକୁ ଅଟକ ରଖିଥିବା ଜଣାପଡ଼ିଛି।

Hot this week

ଧାନ ଜମିରେ ଜଳିଗଲେ ଚାଷୀ

ସମାଜଲାଇଭ ଡେସ୍କ: ଧାନ ଜମିରେ ଜଳିଗଲେ ଚାଷୀ। ପୁରୀ ଜିଲା ପିପିଲି...

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

Related Articles

Popular Categories