www.samajalive.in
Sunday, December 7, 2025
23.1 C
Bhubaneswar

ସେଲ୍‌ଫି ନେବା ହେଲା କାଳ, ଜଳପ୍ରପାତରେ ବୁଡ଼ି ଯୁବକ ନିଖୋଜ

ଧର୍ମଗଡ଼: ଡୋକରୀଚଞ୍ଚରା ଜଳପ୍ରପାତରେ ବୁଡ଼ି ଜଣେ ଯୁବକ ନିଖୋଜ ହୋଇଛନ୍ତି। ଜଳ ପ୍ରପାତରେ ସେଲଫି ନେଉଥିବାବେଳେ ଖସିପଡ଼ି ଜଣେ ଯୁବକ ନିଖୋଜ ହୋଇଛନ୍ତି।

ଡୋକରୀଚଞ୍ଚରାର ୪ ଯୁବକ ଜଳପ୍ରପାତକୁ ଗାଧୋଇବାକୁ ଯାଇଥିଲେ। ଜଣେ ଯୁବକ ସେଲଫି ନେଉଥିବା ବେଳେ ପାଣିକୁ ଖସିପଡ଼ି ଥିଲେ। ଫଳରେ ଡୋକରୀଦର ଜଳପ୍ରପାତରେ ବୁଡ଼ି ଯାଇଥିଲା। ଏହି ଘଟଣା ସମ୍ପର୍କରେ ଅନ୍ୟ ୩ଜଣ ଯୁବକ ଅଗ୍ନିଶମ ବାହିନୀ ଓ ପୁଲିସକୁ ଖବର ଦେଇଥିଲେ। ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଡୋକରୀଦର ଜଳପ୍ରପାତର ବିଭିନ୍ନ ସ୍ଥାନରେ ଖୋଜାଖୋଜି କରିଥିଲେ ମଧ୍ୟ ଯୁବକଙ୍କ ସନ୍ଧାନ ପାଇପାରିନଥିବା ସୂଚନା ମିଳିଛି।

Hot this week

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

Related Articles

Popular Categories