www.samajalive.in
Monday, December 15, 2025
16.1 C
Bhubaneswar

ଅପରାହ୍ଣ ୪ଟା ମୁଖ୍ୟ ଖବର

ଭୁବନେଶ୍ୱର : ୨୩ ଜିଲାକୁ ଝଡ ବର୍ଷା ଓ ବଜ୍ରପାତ ନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି..

ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, କେନ୍ଦୁଝର..

- Advertisement -

ମୟୁରଭଞ୍ଜ ଯାଜପୁର,ଭଦ୍ରକ, ବାଲେଶ୍ୱର, ପୁରୀ, ଖୋର୍ଦ୍ଧା, କଟକ..

ପ୍ରବଳ ବର୍ଷା ସହ ଘଣ୍ଟା ପ୍ରତି ୪୦-୫୦ କିମି ପବନ ବହିବା ସମ୍ଭାବନା..

ପଶ୍ଚିମରେ ତାତି, ଉପକୂଳ ଓ ଆଭ୍ୟନ୍ତରରେ ପ୍ରଚଣ୍ଡ ଗୁଳୁଗୁଳି..

ଦିନେ ସାଢ଼େ ୨ଟା ସୁଦ୍ଧା ୪୩ ଡିଗ୍ରୀ ଛୁଇଁଲା ସମ୍ବଲପୁର ସହର ତାପମାତ୍ରା..

ହୀରାକୁଦ ୪୧.୮, ଝାରସୁଗୁଡ଼ା ୪୧.୬, ଭୁବନେଶ୍ବର ୩୭.୮ ଡିଗ୍ରୀ..

ଭୁବନେଶ୍ୱର : ୨୦୨୩-୨୪ ଶିକ୍ଷାବର୍ଷରୁ +୨ ସିଟ୍‌‌ ସଂଖ୍ୟା ବଢାଇବାକୁ ନିଷ୍ପତ୍ତି..

ସାମ୍ବାଦିକ ସମ୍ମିଳନୀ ଜରିଆରେ ସୂଚନା ଦେଲେ ଗଣଶିକ୍ଷା ମନ୍ତ୍ରୀ ଓ ସଚିବ..

ଭୁବନେଶ୍ୱର : ଆସନ୍ତା କାଲି ପ୍ରକାଶ ପାଇବ +୨ ବିଜ୍ଞାନ ଓ ବାଣିଜ୍ୟ ରେଜଲ୍ଟ..

ପୂର୍ବାହ୍ନ ୧୧ଟାରେ ପ୍ରକାଶ ପାଇବ ରେଜଲ୍ଟ.. ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପରୀକ୍ଷା ନିୟନ୍ତ୍ରକଙ୍କ ସୂଚନା..

Hot this week

ମୁମ୍ବଇରେ ମେସି ମାନିଆ

ମୁମ୍ବଇ : ବିଶ୍ବବିଜେତା ଆର୍ଜେଣ୍ଟିନା ଫୁଟ୍‌ବଲ ଦଳର ଅଧିନାୟକ ଲିଓନେଲ୍ ମେସି...

ମେସିଙ୍କୁ ଜର୍ସି ଉପହାର ଦେଲେ ସଚିନ

ମୁମ୍ବଇ :କ୍ରିକେଟ୍ କିମ୍ବଦନ୍ତୀ ସଚିନ ତେନ୍ଦୁଲକରଙ୍କୁ କ୍ରିକେଟ ଜଗତର ସବୁଠାରୁ ବଡ...

ବର୍ଦ୍ଧିତ ବେତନ ଦାନ କରିବେ ବରଗଡ଼ ବିଧାୟକ

ବରଗଡ଼ : ଓଡ଼ିଶା ସରକାର ବିଧାୟକ ଓ ମନ୍ତ୍ରୀମାନଙ୍କ ଦରମା ବୃଦ୍ଧି...

ରାସ୍ତାକଡରୁ ରକ୍ତ ଜୁଡୁବୁଡୁ ମୃତଦେହ ଠାବ

ବିନିକା : ବିନିକା ଡୁଙ୍ଗୁରିପାଲି ଥାନା ଖୁଣ୍ଟପାଲି ଗାଁ ନିକଟରେ ଅଭାବନୀୟ...

ଜାତିସଂଘ ଶିବିର ଉପରେ ଡ୍ରୋନ୍‌ ମାଡ଼: ସୁଦାନରେ ୬ ବାଂଲାଦେଶୀ ଯବାନ ମୃତ

ଖାର୍ଟୁମ: ଆଫ୍ରିକୀୟ ରାଷ୍ଟ୍ର ସୁଦାନରେ ଥିବା ଜାତିସଂଘ ଶିବିର ଉପରେ ଡ୍ରୋନ୍‌...

Related Articles

Popular Categories