www.samajalive.in
Sunday, December 14, 2025
19.1 C
Bhubaneswar

ଫରେଷ୍ଟ ଗାର୍ଡ ହତ୍ୟା : ୨୬ ଚିହ୍ନଟ, ୭ ଗିରଫ

ଭୁବନେଶ୍ବର: ଶିମିଳିପାଳ ଫରେଷ୍ଟ ଗାର୍ଡଙ୍କୁ ଗୁଳିକରି ହତ୍ୟା ଘଟଣାରେ ମୋଟ ୨୬ଜଣ ଚିହ୍ନଟ କରାଯାଇଛି। ସେଥିମଧ୍ୟରୁ ୭ଜଣଙ୍କୁ ଗିରଫ ଗିରଫ କରାଯାଇଛି ବୋଲି ମୟୁରଭଞ୍ଜ ଏସପି ସାଗରିକା ନାଥ ସୂଚନା ଦେଇଛନ୍ତି। ଏହାସହିତ ଶିମିଳିପାଳ ଫରେଷ୍ଟ ଗାର୍ଡଙ୍କୁ ଗୁଳିକରି ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତ ସମେତ ୨ ଶିକାରୀକୁ ଝାଡ଼ଖଣ୍ଡ ମୂଷାବଣିରୁ ଗିରଫ କରାଯାଇଛି ବୋଲି ମୟୁରଭଞ୍ଜ ଏସପି ସାଗରିକା ନାଥଙ୍କ ପ୍ରକାଶ କରିଛନ୍ତି।

Hot this week

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

ସୋରାବାଡି ଜଙ୍ଗଲରେ ଗୋହତ୍ୟା, ୩ ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟ ସୋରାବାଡି ଜଙ୍ଗଲରେ ଗତ...

ମାଲକାନଗିରି ହିଂସା: ୧୨ ଗିରଫ

ସମାଜଲାଇଭ ଡ଼େସ୍କ: ମହିଳାଙ୍କ ମୃତ୍ୟୁ ଘଟଣାକୁ ନେଇ ମାଲକାନଗିରିରେ ସୃଷ୍ଟି ହୋଇଥିବା...

ଭାରତର ଦମଦାର ବୋଲିଂ: ଦକ୍ଷିଣ ଆଫ୍ରିକା ୧୧୭ରେ ଅଲଆଉଟ

ସମାଜଲାଇଭ ଡେସ୍କ: ୩ୟ ଟି-୨୦ରେ ଭାରତୀୟ ବୋଲରଙ୍କ ଦମଦାର ବୋଲିଂ ଦକ୍ଷିଣଆଫ୍ରିକାକୁ...

under19 ଏସିଆ କପ୍ ରେ ଭାରତଠୁ ହାରିଲା ପାକିସ୍ତାନ, ବୋଲିଂରେ କମାଲ ଦେଖାଇଲେ ବୈଭବ ସୂର୍ଯ୍ୟବଂଶୀ

ସମାଜ ନ୍ୟୁଜ ଡେସ୍କ- ପୁଣି ଭାରତଠାରୁ ହାରିଲା ପାକିସ୍ତାନ । under-19...

Related Articles

Popular Categories