www.samajalive.in
Monday, December 15, 2025
15.1 C
Bhubaneswar

ଦାବୀ ପୂରଣ ନହେବା ପର୍ୟ୍ୟନ୍ତ ସାମୁହିକ ଛୁଟିରେ ଯିବେ ମିଳିତ ଅମଲା ମଞ୍ଚର ସଦସ୍ୟ

ବୌଦ୍ଧ: ଜ଼ିଲ୍ଲାସ୍ତରୀୟ ମିଳିତ ଅମଲା ମଞ୍ଚ ବୌଦ୍ଧ ଶାଖା ତରଫରୁ କର୍ମଚାରୀ ଭଵନ ଠାରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ମିଳିତ ଅମଲା ମଞ୍ଚର ଅଧ୍ୟକ୍ଷ ମାନସ ରଞ୍ଜନ ସେଠିଙ୍କ ଅଧକ୍ଷତାରେ ଅନୁଷ୍ଠିତ କାର୍ୟ୍ୟକ୍ରମରେ ଜ଼ିଲ୍ଲାସ୍ତରୀୟ ଅମଲାମାନଙ୍କ ଦାବି ପ୍ରତି ସରକାର ଟାଳଟୁଳ ନୀତି ଅବଲମ୍ବନ କରାଯାଉ ଥିବାରୁ ଅମଲାମାନଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ କରାଯାଇଥିଲା। ଯଦି ମେ ମାସ ୩୧ ତାରିଖ ସୁଦ୍ଧା ସରକାର ଦାବି ପୂରଣ ନ କରନ୍ତି ତେବେ ଆସନ୍ତା ଜୁନ ୧ ତାରିଖ ଠାରୁ ଜ଼ିଲ୍ଲା ସ୍ତରୀୟ ସମସ୍ତ ଅମଲା ସମୂହ ଛୁଟିରେ ଯିବେ ବୋଲି ମିଳିତ ଅମଲା ମଞ୍ଚର ଆବାହକ ସୁଦାମ ଚରଣ ମିଶ୍ର ପ୍ରକାଶ କରିଛନ୍ତି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories