www.samajalive.in
Monday, December 8, 2025
17.1 C
Bhubaneswar

କାଳବୈଶାଖୀ ଝଡ଼ ତୋଫାନରେ ଉଡିଲା ଚାଳ ଛପର

ମୋହନା: ଗଜପତି ଜ଼ିଲ୍ଲା ମୋହନା ବ୍ଲକ ଅନ୍ତର୍ଗତ ପାଣିଗଣ୍ଡା ପଞ୍ଚାୟତ ଅଧିନ ତୋରାଣିପାଣି ଗ୍ରାମରେ କାଳ ବୈଶାଖୀ ଝଡ଼ ତୋଫାନ ପ୍ରଭାବରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ମଙ୍ଗଳବାର ଅପରାହ୍ନରେ ହଠାତ ବର୍ଷା ସହ ପ୍ରବଳ ବେଗରେ ପବନ ବହିଥିଲା। ଫଳରେ ଗାଁ କୋଠଘର ସମେତ ସୁମନ୍ତ୍ର ବଡ଼ରଇତ, ରାଧାକାନ୍ତ ବଡ଼ରଇତ, ମୁଡୁଗା ଗମାଙ୍ଗ, ବିଶାଳ ଗମାଙ୍ଗ, ସିଣ୍ଡାଇ ବଡ଼ରଇତ ଏବଂ ଲାବାଇ ଶବରଙ୍କ ଟିଣ ଏବଂ ଚାଳ ଛପର ଘର ସମ୍ପୂର୍ଣ ନଷ୍ଟ ହୋଇଯାଇଛି। ଏହି ବ୍ୟକ୍ତିମାନେ ଆଦିବାସୀ ସଂପ୍ରଦାୟର ଏବଂ ଅତ୍ୟନ୍ତ ଗରିବ ଶ୍ରେଣୀର ହୋଇଥିବା ଯୋଗୁଁ ପ୍ରଶାସନ ନିକଟରେ ସରକାରୀ ସହାୟତା ପାଇଁ ନିବେଦନ କରିଛନ୍ତି।

Hot this week

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

Related Articles

Popular Categories