www.samajalive.in
Monday, December 15, 2025
17.1 C
Bhubaneswar

ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା – ହକିର ବିଶ୍ୱସ୍ତରୀୟ ହବ୍‌‌ ଭାବେ ଓଡ଼ିଶା ପ୍ରତିଷ୍ଠିତ ହୋଇଛି

ଡେସ୍କ: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କ୍ରୀଡା ଓ ଯୁବସେବା ବିଭାଗର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିଛନ୍ତି। ଏହି ଅବସରରେ ବିଭାଗୀୟ ମନ୍ତ୍ରୀ ତୁଷାରକାନ୍ତି ବେହେରା କହିଛନ୍ତି, ୨୦୧୮ ଓ ୨୦୨୩ରେ ଏଫ୍‌‌ଆଇଏଚ୍‌‌ ହକି ବିଶ୍ୱକପ୍‌‌ର କ୍ରମାଗତ ସଂସ୍କରଣ ସଫଳତାର ସହ ଆୟୋଜନ କରି ହକିର ବିଶ୍ୱସ୍ତରୀୟ ହବ୍‌‌ ଭାବେ ଓଡ଼ିଶା ପ୍ରତିଷ୍ଠିତ ହୋଇଛି। କଳିଙ୍ଗ ଓ ବିର୍ସାମୁଣ୍ଡା ହକି ଷ୍ଟାଡିୟମ୍‌‌ ଶ୍ରେଷ୍ଠ ହକି ଷ୍ଟାଡିୟମ୍‌‌ ଭାବେ ମାନ୍ୟତା ଲାଭ କରିଛି। ସେ କହିଛନ୍ତି, କର୍ପୋରେଟ୍‌‌ ଏବଂ ବିଶିଷ୍ଟ କ୍ରୀଡାବିତ୍‌‌ମାନଙ୍କୁ ନେଇ କ୍ରୀଡା ବିଭାଗରେ ହାଇ ପରଫରମାନ୍‌‌ସ ସେଣ୍ଟର ଆରମ୍ଭ କରାଯିବା ସହ ଅନନ୍ୟ ଭାଗୀଦାରି ମଡେଲ ଓଡ଼ିଶା ଆପଣେଇଛି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories