www.samajalive.in
Saturday, December 13, 2025
26.1 C
Bhubaneswar

ବାୟୁସେନାର ଟ୍ରେନି ବିମାନ ଦୁର୍ଘଟଣାଗ୍ରସ୍ତ

ଚେନ୍ନଇ: କର୍ଣ୍ଣାଟକର ଚାମରାଜନଗରରେ ଭାରତୀୟ ବାୟୁସେନାର ଏକ ଟ୍ରେନି ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ବିମାନରେ ଦୁଇ ଜଣ ପାଇଲଟ୍‌ ଥିଲେ ଓ ସେମାନେ ସୁରକ୍ଷିତ ଥିବା ସୂଚନା ମିଳିଛି।

ମିଳିଥିବା ଖବର ମୁତାବକ, ଭାରତୀୟ ବାୟୁସେନାର ଏକ କିରଣ ପ୍ରଶିକ୍ଷଣ ବିମାନ କର୍ଣ୍ଣାଟକର ଚାମରାଜନଗରର ମାକାଲି ଗ୍ରାମ ନିକଟରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ଜଣେ ମହିଳା ପାଇଲଟ୍‌ ସମେତ ମୋଟ୍‌ ଦୁଇ ଜଣ ପାଇଲଟ୍‌ ଥିଲେ। କୁହାଯାଉଛି ଯେ, ଉଭୟ ସୁରକ୍ଷିତ ଅଛନ୍ତି। ଭାରତୀୟ ବାୟୁସେନାର ଜଣେ ଅଧିକାରୀ କହିଛନ୍ତି, ଦୁର୍ଘଟଣାର କାରଣ ଜଣାପଡ଼ିନାହିଁ। ଯାଞ୍ଚ ଜାରି ରହିଛି।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories