www.samajalive.in
Sunday, December 14, 2025
23.1 C
Bhubaneswar

ମାଲକାନଗିରିରେ କାଳବୈଶାଖୀର ତାଣ୍ଡବ

ଡେସ୍କ :  ମାଲକାନଗିରି ଜିଲ୍ଲାର ବିଭିନ୍ନ ସ୍ଥାନରେ ଗୁରୁବାର ଅପରାହ୍ଣରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି । ଝଡ଼ ପବନରେ ବଡ଼ ବଡ଼ ଗଛ ଭାଙ୍ଗିବା ସହ ଘରର ଛପର ଉଡିଯାଇଛି । ଗଛ ପଡ଼ି ଜିଲ୍ଲାର ବିଭିନ୍ନ ସ୍ଥାନରେ ରାସ୍ତା ଅବରୋଧ ହୋଇଛି ।

ତେବେ ନିର୍ମାଣାଧୀନ ଏୟାରଷ୍ଟ୍ରିପର ପାଚେରୀ ଭାଙ୍ଗି ୨ ଜଣ ଶ୍ରମିକ ଗୁରୁତର ହୋଇଛନ୍ତି । ଶ୍ରମିକମାନେ କାମ କରୁଥିବାବେଳେ ପବନ ମାଡ଼ରେ ପାଚେରୀ ଭାଙ୍ଗିପଡିଥିବା ସୂଚନା ମିଳିଛି। ଅନ୍ୟ ପକ୍ଷରେ କାଳବୈଶାଖୀ ପ୍ରଭାବରେ ସତୀଗୁଡ଼ା ଡ୍ୟାମ୍‌ରେ ୨ ଡଙ୍ଗା ବୁଡ଼ି ୨ ନିଖୋଜ ହୋଇଯାଇଥିବା ଜଣାଯାଇଛି । ୨ ଜଣ ୨ଟି ଡଙ୍ଗାରେ ଜଳଭଣ୍ଡାର ମଧ୍ୟକୁ ମାଛ ଧରିବାକୁ ଯାଇ ନିଖୋଜ ହୋଇଯାଇଥିବା କୁହାଯାଉଛି।

Hot this week

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

ନକଲି ସିମ୍ ବିକ୍ରି ଅଭିଯୋଗ; ୨ ଜଣଙ୍କୁ ଧରିଲା ଦିଲ୍ଲୀ ପୁଲିସ

ଭଣ୍ଡାରିପୋଖରୀ: ମଞ୍ଜୁରୀରୋଡ ବଜାରରେ ମୋବାଇଲ ଦୋକାନ କରି ନକଲି ସିମ କାର୍ଡ...

ଦିଲ୍ଲୀରେ ଗ୍ରାପ୍‌-୩ କଟକଣା

ନୂଆଦିଲ୍ଲୀ : ରାଜଧାନୀ ଦିଲ୍ଲୀର ବାୟୁମଣ୍ଡଳ ଶନିବାର ଅତ୍ୟଧିକ ପ୍ରଦୂଷିତ ହୋଇପଡିଥିବାରୁ...

୧୫୫ଟି ବାର୍ ରେ ଅବକାରୀ ବିଭାଗର ଚଢାଉ

ସମାଜ ଡିଜିଟାଲ ଡେସ୍କ: ନୂଆ ବର୍ଷ ପୂର୍ବରୁ ରାଜଧାନୀ ଭୁବନେଶ୍ୱରରେ ବିଭିନ୍ନ...

Related Articles

Popular Categories