www.samajalive.in
Sunday, December 14, 2025
26.1 C
Bhubaneswar

ବିମଳେନ୍ଦୁ ରାୟ ସୋନପୁରର ନୂଆ ଜିଲ୍ଲାପାଳ ନିଯୁକ୍ତ

ଡେସ୍କ: ରାଜ୍ୟ ସରକାର ଆଜି ଓଡିଶା ପ୍ରଶାସନିକ ସେବା ଅଧିକାରୀ ବିମଳେନ୍ଦୁ ରାୟଙ୍କୁ ସୋନପୁରର ନୂଆ ଜିଲ୍ଲାପାଳ ଭାବେ ନିଯୁକ୍ତ କରିଛନ୍ତି। ସେ ସୋନପୁରର ପୂର୍ବତ୍ତନ ଜିଲ୍ଲାପାଳ ସୂର୍ଯ୍ୟନାରାୟଣ ଦାଶଙ୍କ ସ୍ଥାନରେ ଯୋଗ ଦେବେ। ଏ ନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।

ଓଏଏସ (ସୁପରଟାଇମ ସ୍କେଲ) ଅଧିକାରୀ ଶ୍ରୀ ରାୟ ନିର୍ମାଣ ବିଭାଗରେ ସ୍ୱତନ୍ତ୍ର ସଚିବ ଭାବେ କାର୍ଯ୍ୟ କରିଛନ୍ତି। ସେ ପୂର୍ବରୁ ବିଏମସିର ଯୁଗ୍ମ ସଚିବ ଓ ସମ୍ବଲପୁର ମହାନଗର ନିଗମର ଡେପୁଟି କମିଶନର ଭାବେ ଦାୟିତ୍ୱ ତୁଲାଇଛନ୍ତି।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories