www.samajalive.in
Monday, December 15, 2025
15.1 C
Bhubaneswar

ମୃତକଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କାର ସହାୟତା ଘୋଷଣା

ଡେସ୍କ : କରମଣ୍ଡଳ ଏକ୍ସପ୍ରେସ ଦୁର୍ଘଟଣାରେ ମୃତାହତଙ୍କ ପ୍ରତି ରେଳବାଇ ପକ୍ଷରୁ ସହାୟତା ଘୋଷଣା କରାଯାଇଛି । ମୃତକଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କାର ସହାୟତା ଘୋଷଣା କରାଯାଇଛି । ସେହିପରି ଗୁରୁତର ଆହତଙ୍କୁ ୨ ଲକ୍ଷ ଓ ସାମାନ୍ୟ ଆହତଙ୍କୁ ୫୦ ହଜାର ଟଙ୍କାର ସହାୟତା ପ୍ରଦାନ ନେଇ ଘୋଷଣା କରାଯାଇଛି । ରେଳ ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ଟ୍ବିଟ କରି ଏହି ସୂଚନା ଦେଇଛନ୍ତି । ସେହିପରି ଉଦ୍ଧାର କାର୍ଯ୍ୟ ପାଇଁ ଏୟାରଫୋର୍ସ ପଠାଯାଉଥିବା ରେଳ ମନ୍ତ୍ରୀ ଟ୍ବିଟ କରି ଜଣାଇଛନ୍ତି।

ତେବେ କରମଣ୍ଡଳ ଏକ୍ସପ୍ରେସ ଦୁର୍ଘଟଣାରେ ୫୦ ଜଣଙ୍କ ମତ୍ୟୁ, ୨ଶହରୁ ଅଧିକ ନେଇ ଦକ୍ଷିଣ-ପୂର୍ବ ରେଳବାଇ ପକ୍ଷରୁ ସୂଚନା ଦିଆଯାଇଛି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories