www.samajalive.in
Monday, December 8, 2025
20.1 C
Bhubaneswar

କରମଣ୍ଡଳ ଏକ୍ସପ୍ରେସ ଦୁର୍ଘଟଣା, ୮୫୦ ଆହତଙ୍କୁ ହସ୍ପିଟାଲ ପଠାଯାଇଛି : ମୁଖ୍ୟ ସଚିବ

ଡେସ୍କ : କରମଣ୍ଡଳ ଏକ୍ସପ୍ରେସ ଦୁର୍ଘଟଣା ସଂପର୍କରେ ସୂଚନା ଦେଇ ମୁଖ୍ୟ ସଚିବ ପ୍ରଦୀପ ଜେନା କହିଛନ୍ତି ଯେ, ୮୫୦ ଆହତଙ୍କୁ ଉଦ୍ଧାର କରି ହସ୍ପିଟାଲ ପଠାଯାଇଛି । ସେହିପରି ପ୍ରାୟ ୮୦ ଜଣଙ୍କର ମୃତ୍ୟୁ ହୋଇଥିବା ରିପୋର୍ଟ କରାଯାଇଛି । ୨୦୦ରୁ ଅଧିକ ଆମ୍ବୁଲାନ୍ସକୁ ଉଦ୍ଧାର କାର୍ଯ୍ୟରେ ନିୟୋଜିତ କରାଯାଇଛି  ଓ ୧୦୦ ଅତିରିକ୍ତ ଡାକ୍ତରଙ୍କୁ ଆହତଙ୍କ ଚିକିତ୍ସା ପାଇଁ ନିୟୋଜିତ କରାଯାଇଛି ।

Hot this week

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

Related Articles

Popular Categories