www.samajalive.in
Saturday, December 13, 2025
26.1 C
Bhubaneswar

ଭୟଙ୍କର ରେଳ ଦୁର୍ଘଟଣା : ମୃତ୍ୟୁ ସଂଖ୍ୟା ୨୩୩କୁ ବୃଦ୍ଧି, ଆଜି ଦିନିକିଆ ଶୋକ

ଡେସ୍କ : କରମଣ୍ଡଳ ଏକ୍ସପ୍ରେସ ଭୟଙ୍କର ରେଳ ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ୨୩୩ରେ ପହଞ୍ଚିଛି । ସକାଳ ସୁଦ୍ଧା ୨୩୩ ଜଣଙ୍କ ମୃତ୍ୟୁ ଘଟିଥିବା  ମୁଖ୍ୟ ଶାସନ ସଚିବ ଜଣାଇଛନ୍ତି । ଏସଆରସିଙ୍କ  ତଥ୍ୟ ଆଧାରରେ ମୁଖ୍ୟ ସଚିବ ପ୍ରଦୀପ ଜେନା ଏହି ସୂଚନା ଦେଇଛନ୍ତି । ଏହି ଦୁର୍ଘଟଣାରେ ୨୩୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୯୦୦ରୁ ଅଧିକ ଆହତ ହୋଇଥିବା ସେ କହିଛନ୍ତି।

ଅନ୍ୟପକ୍ଷରେ କରମଣ୍ଡଳ ଏକ୍ସପ୍ରେସ ଦୁର୍ଘଟଣାରେ ମୃତକଙ୍କ ପାଇଁ ଆଜି (ଶନିବାର) ଦିନିକିଆ ଶୋକ ପାଳନ ନେଇ ରାଜ୍ୟ ସରକାର ଘୋଷଣା କରିଛନ୍ତି।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories