www.samajalive.in
Sunday, December 14, 2025
26.1 C
Bhubaneswar

ଭୟଙ୍କର ରେଳ ଦୁର୍ଘଟଣା ; ସନ୍ଧ୍ୟାରେ ପହଞ୍ଚିବେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର: ଶନିବାର ସନ୍ଧ୍ୟାରେ ଓଡିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ପ୍ରଥମେ ବାଲେଶ୍ୱରରେ ଆସି ପହଞ୍ଚିବେ ପ୍ରଧାନମନ୍ତ୍ରୀ। ବାହାନଗା ରେଳ ଦୁର୍ଘଟଣାସ୍ଥଳ ଅନୁଧ୍ୟାନ କରିବେ ପ୍ରଧାନମନ୍ତ୍ରୀ। ଏହାପରେ କଟକ ଏସସିବି ମେଡ଼ିକାଲ ଗସ୍ତ କରି ଆହତଙ୍କୁ ଭେଟିବେ।

Hot this week

ଧାନ କଟା ମେସିନରେ କଟିଗଲେ ଯୁବଚାଷୀ

ସମାଜ ଲାଇଭ ଡେସ୍କ :ବାଲେଶ୍ଵର ରେ ଧାନକଟା ମେସିନ୍ ରେ  କଟି...

ଧାନ ଜମିରେ ଜଳିଗଲେ ଚାଷୀ

ସମାଜଲାଇଭ ଡେସ୍କ: ଧାନ ଜମିରେ ଜଳିଗଲେ ଚାଷୀ। ପୁରୀ ଜିଲା ପିପିଲି...

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

Related Articles

Popular Categories