www.samajalive.in
Monday, December 15, 2025
16.1 C
Bhubaneswar

ଦୁର୍ଘଟଣା ସ୍ଥଳରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ

ବାଲେଶ୍ୱର : ବାଲେଶ୍ୱର ବାହାନଗାରେ ପହଞ୍ଚିଲେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ। ହେଲିକପ୍ଟର ଯୋଗେ ପହଞ୍ଚି ସ୍ଥିତିର ସମୀକ୍ଷା କରିଛନ୍ତି ମମତା। ଏହାପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ, ସାଂସଦ ପ୍ରତାପ ଷଡଙ୍ଗୀ ଦୁର୍ଘଟଣା ସ୍ଥଳରେ ସ୍ଥିତିର ଅନୁଧ୍ୟାନ କରିଛନ୍ତି। ଏଯାଏଁ ଦୁର୍ଘଟଣାରେ ୨୩୮ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଆହତଙ୍କ ସଂଖ୍ୟା ହଜାରେ ପାର୍‌‌ ହୋଇଛି।

Hot this week

ବର୍ଦ୍ଧିତ ବେତନ ଦାନ କରିବେ ବରଗଡ଼ ବିଧାୟକ

ବରଗଡ଼ : ଓଡ଼ିଶା ସରକାର ବିଧାୟକ ଓ ମନ୍ତ୍ରୀମାନଙ୍କ ଦରମା ବୃଦ୍ଧି...

ରାସ୍ତାକଡରୁ ରକ୍ତ ଜୁଡୁବୁଡୁ ମୃତଦେହ ଠାବ

ବିନିକା : ବିନିକା ଡୁଙ୍ଗୁରିପାଲି ଥାନା ଖୁଣ୍ଟପାଲି ଗାଁ ନିକଟରେ ଅଭାବନୀୟ...

ଜାତିସଂଘ ଶିବିର ଉପରେ ଡ୍ରୋନ୍‌ ମାଡ଼: ସୁଦାନରେ ୬ ବାଂଲାଦେଶୀ ଯବାନ ମୃତ

ଖାର୍ଟୁମ: ଆଫ୍ରିକୀୟ ରାଷ୍ଟ୍ର ସୁଦାନରେ ଥିବା ଜାତିସଂଘ ଶିବିର ଉପରେ ଡ୍ରୋନ୍‌...

ହରିୟାଣା ରାଜପଥରେ ଏକାଧିକ ଦୁର୍ଘଟଣା

ଚଣ୍ଡିଗଡ଼: ଘନ କୁହୁଡି ଯୋଗୁଁ ହରିୟାଣାର ୫୨ ନମ୍ବର ରାଜପଥରେ ରବିବାର...

ଆଜିର ରାଶିଫଳ ; ସରକାରଙ୍କ ପ୍ରିୟପାତ୍ର ହୋଇପାରନ୍ତି ଆପଣ

ମେଷ : ଇନ୍ଦ୍ରୀୟ ଲାଳସା ନିର୍ବାପିତ କରିବାରେ ସିଦ୍ଧହସ୍ତ ହୋଇପାରନ୍ତି। ଧର୍ମଧ୍ବଜାଧାରୀ...

Related Articles

Popular Categories