www.samajalive.in
Saturday, December 13, 2025
26.1 C
Bhubaneswar

ସରିଲା ଉଦ୍ଧାର ଅଭିଯାନ ; ମରାମତି କାର୍ଯ୍ୟ ଆରମ୍ଭ

ଡେସ୍କ : ବାଲେଶ୍ୱରର ବାହାନଗାରେ ଘଟିଥିବା ଟ୍ରେନ ଦୁର୍ଘଟଣାସ୍ଥଳରେ ଚାଲିଥିବା ଉଦ୍ଧାର ଅଭିଯାନ ଶେଷ ହୋଇଛି ବୋଲି ରେଳ ମନ୍ତ୍ରଣାଳୟର ପ୍ରବକ୍ତା ଅମିତାଭ ଶର୍ମା ପ୍ରକାଶ କରିଛନ୍ତି । ସେ କହିଛନ୍ତି ଯେ ଉଦ୍ଧାର ଅଭିଯାନ ସରିବା ରପରେ ଏବେ ମରାମତି କାମ ଯୁଦ୍ଧକାଳୀନ ସ୍ଥିତିରେ ଆରମ୍ଭ ହୋଇଛି ।

ସେ ଶ୍ରୀ ଶର୍ମା କହିଛନ୍ତି ଯେ, ଏହି ରୁଟରେ ଦୁର୍ଘଟଣା ନିରୋଧୀ ‘କବଚ’ ଉପଲବ୍ଧ ନ ଥିଲା। ‘କବଚ’ ବ୍ୟବସ୍ଥା ଥିଲେ ଟ୍ରେନ୍ ଦୁଇଟି ପରସ୍ପର ସହିତ ଧକ୍କା ଖାଇ ନ ଥାଆନ୍ତେ ବୋଲି ସେ କହିଛନ୍ତି।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories