www.samajalive.in
Sunday, December 14, 2025
14.1 C
Bhubaneswar

୩୯ ବର୍ଷ ବୟସରେ ଅଭିନେତା ନୀତିନ ଗୋପୀଙ୍କର ହୃଦଘାତରେ ପରଲୋକ

ବେଙ୍ଗାଲୁରୁ- କନ୍ନଡ ଅଭିନେତା ନୀତିନ ଗୋପୀଙ୍କର ୩୯ ବର୍ଷ ବୟସରେ ହୃଦଘାତରେ ପରଲୋକ ହୋଇଛି। ବେଙ୍ଗାଲୁରୁରେ ଥିବା ତାଙ୍କ ଘରେ ସେ ଛାତି ଯନ୍ତ୍ରଣା ବିଷୟରେ ପରିବାରଲୋକଙ୍କୁ ଜଣାଇଥିଲେ । ତାଙ୍କୁ ତୁରନ୍ତ ଡାକ୍ତରଖାନାରେ ଭର୍ତ୍ତି କାରଯାଇଥିଲା । ହେଲେ ସେଠାରେ ତାଙ୍କର ମୃତ୍ୟୁ ହୋଇଛି ।

ସେ ଶିଶୁ କଳାକାର ଭାବେ ନିଜର ଅଭିନୟ ଜୀବନ ଆରମ୍ଭ କରିଥିଲେ । ‘ହେଲୋ ଡାଡି’ରେ ଶିଶୁ କଳାକାର ଭାବେ ତାଙ୍କର ଅଭିନୟକୁ ଅନେକ ପ୍ରଶଂସା କରିଥିଲେ । ନୀତିନି ଅନେକ ସିନେମାରେ ନିର୍ଦ୍ଦେଶନା ଦେଇଛନ୍ତି । ଗତ କିଛି ବର୍ଷ ମଧ୍ୟରେ କନ୍ନଡ ସିନେ ଜଗତର ଅନେକ ଲୋକପ୍ରିୟ ଅଭିନେତାଙ୍କର ମୃତ୍ୟୁ ହୋଇଛି ।

Hot this week

ଭତ୍ତା ଅପେକ୍ଷାରେ ୭,୨୮,୭୨୯

ଭୋଟର କାର୍ଡରେ ତ୍ରୁଟିପୂର୍ଣ୍ଣ ବୟସ ଭୁବନେଶ୍ବର : ୬୦ ବର୍ଷ ପୂରଣ କରିଥିବା...

ସୁଭଦ୍ରା ନା ବାର୍ଦ୍ଧକ୍ୟ ଭତ୍ତା : ଆଶଙ୍କାରେ ୯୪ହଜାର ଆଶାୟୀ

ଓକାକ୍‌କୁ ତଥ୍ୟ ଅପଲୋଡ ନିର୍ଦେଶ ଅଯୋଗ୍ୟଙ୍କୁ ଭତ୍ତା ପ୍ରଦାନ ନିୟମ...

ଆଜି ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦

ଧର୍ମଶାଳା: ଟ୍ବେଣ୍ଟି୨୦ ଶୃଙ୍ଖଳାର ପ୍ରଥମ ମ୍ୟାଚ୍‌ରେ ବୋଲରଙ୍କ ସଫଳତା ବଳରେ ଘରୋଇ...

ନୂଆ ବର୍ଷରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ବର : ରାଜ୍ୟର ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ...

ଗମ୍ଭୀରଙ୍କ ଯୋଜନାକୁ ତିଳକଙ୍କ ସମର୍ଥନ

ଧର୍ମଶାଳା: ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀର ଟ୍ବେଣ୍ଟି୨୦ କ୍ରିକେଟ୍‌ରେ ଭାରତୀୟ ବ୍ୟାଟିଂ...

Related Articles

Popular Categories