www.samajalive.in
Sunday, December 14, 2025
26.1 C
Bhubaneswar

ଜିଲ୍ଲା ସ୍ତରୀୟ ବିଶ୍ୱ ସାଇକେଲ ଦିବସ ପାଳିତ

ବୌଦ୍ଧ: ଭାରତ ସରକାରଙ୍କ କ୍ରୀଡ଼ା ଓ ଯୁବ ବ୍ୟାପାର ମନ୍ତ୍ରଣାଳୟ ଅଧୀନସ୍ଥ ନେହେରୁ ଯୁବ କେନ୍ଦ୍ର ବୌଦ୍ଧ ଆନୁକୂଲ୍ୟରେ ଭିନ୍ନ ଭିନ୍ନ ସ୍ଥାନରେ ଜିଲ୍ଲା ସ୍ତରୀୟ ବିଶ୍ୱ ସାଇକେଲ ଦିବସ ପାଳିତ ହୋଇଯାଇଛି। ପ୍ରଥମ ପର୍ୟ୍ୟାୟରେ ସ୍ଥାନୀୟ ନର୍ସିଂ ଟ୍ରେନିଂ ସେଣ୍ଟରରେ ଅଧ୍ୟକ୍ଷ ପ୍ରଜ୍ଞା ରଥଙ୍କ ଅଧ୍ୟକ୍ଷତାରେ ଏକ ସଚେତନତା ସଭାର ଆୟୋଜନ କରାଯାଇଥିଲା। ଏହି ପରିପ୍ରେକ୍ଷୀରେ ରିସୋର୍ସ ପର୍ସନ ଭାବେ ଟ୍ରେନିଂ ସେଣ୍ଟରର ସୌଭାଗ୍ୟ ସାର ଓ ନିହାରବାଳା ମାଡାମ ଯୋଗ ଦେଇ ଛାତ୍ରୀ ମାନଙ୍କୁ ବିଶ୍ୱ ସାଇକେଲ ଦିବସର ମହତ୍ତ୍ୱ, ଉଦ୍ଦେଶ୍ୟ ଓ ଆବଶ୍ୟକତା ସମ୍ପର୍କରେ ଅବଗତ କରାଇଥିଲେ। ଏହି କାର୍ୟ୍ୟକ୍ରମକୁ ଯୁବ ସ୍ବେଛାସେବୀ ସୁଧିର ଦୀପ ପରିଚାଳନା କରିଥିବା ବେଳେ ଜ୍ୟୋତ୍ସ୍ନାମୟୀ ବେହେରା ଧନ୍ୟବାଦ ଅର୍ପଣ କରିଥିଲେ।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories