www.samajalive.in
Sunday, December 14, 2025
16.1 C
Bhubaneswar

ରେଳ ଦୁର୍ଘଟଣାରେ ଆହତଙ୍କୁ ଏସସିବିରେ ଭେଟିଲେ ତିନି କେନ୍ଦ୍ରମନ୍ତ୍ରୀ

ଡେସ୍କ :  ବାଲେଶ୍ୱର ବାହାନାଗା ରେଳ ଦୁର୍ଘଟଣାରେ ଆହତ ହୋଇ କଟକ ବଡ଼ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ବ୍ୟକ୍ତି ମାନଙ୍କୁ ତିନି କେନ୍ଦ୍ରମନ୍ତ୍ରୀ ସାକ୍ଷାତ କରିଛନ୍ତି । କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଏବଂ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ମନସୁଖ ମଣ୍ଡଭ୍ୟ ରବିବାର କଟକ ବଡ଼ ଡାକ୍ତରଖାନାରେ ପହଞ୍ଚି ଆହତ ମାନଙ୍କୁ ଭେଟିଛନ୍ତି ।  ସେମାନଙ୍କ ଚିକିତ୍ସା ନେଇ ପ୍ରଥମେ ଏସସିବି କର୍ତ୍ତୃପକ୍ଷଙ୍କ ସହ ସ୍ୱାସ୍ଥ୍ୟମନ୍ତ୍ରୀ ଆଲୋଚନା କରିଥିଲେ। ପରେ ରେଳ ଦୁର୍ଘଟଣାରେ ଆହତ ହୋଇ ଚିକିତ୍ସିତ ହେଉଥିବା ଯାତ୍ରୀଙ୍କୁ ଭେଟି ସେମାନଙ୍କ ସ୍ୱାସ୍ଥ୍ୟ ଅବସ୍ଥା ପଚାରି ବୁଝିବା ସହ ଆଶୁ ଆରୋଗ୍ୟ କାମନା କରିଥିଲେ।
ଏହା ପୂର୍ବରୁ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ସୋର ଓ ଭଦ୍ରକ ମୁଖ୍ୟ ଚିକିତ୍ସାଳୟକୁ ଯାଇ ଚିକିତ୍ସିତ ହେଉଥିବା ଆହତଙ୍କୁ ଭେଟିଥିଲେ ।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories