www.samajalive.in
Sunday, December 14, 2025
26.1 C
Bhubaneswar

ପୁରୀରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ବସ ଧକ୍କାରେ ୩ ମୃତ

ପୁରୀ: ପୁରୀରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଓଁକାରେଶ୍ବର ମନ୍ଦିର ନିକଟରେ ବସ ଧକ୍କାରେ ୩ଜଣଙ୍କ ମୃତ୍ୟୁ ହୋଇଛି। ସମସ୍ତ ମୃତକ ଗଞ୍ଜାମ ଜିଲା ଛତ୍ରପୁରର ଗୋଟିଏ ପରିବାରର ବୋଲି ଜଣାପଡ଼ିଛି। ଛତ୍ରପୁରର ସତ୍ୟ ରଞ୍ଜନ ଦାସ ଓ ତାଙ୍କ ସ୍ତ୍ରୀ ଗାୟତ୍ରୀ ଦାସଙ୍କ ମୃତ୍ୟୁ ହୋଇଥିବାବେଳେ ସେମାନଙ୍କ ପରିବାର ଅନ୍ୟ ଜଣେ ସଦସ୍ୟ ହାଡ଼ଗୋଡ଼ିଆ ସାହିର ରାକେଶ ନନ୍ଦଙ୍କ ବି ମୃତ୍ୟୁ ହୋଇଛି।

ଗୋଟିଏ ନିର୍ବନ୍ଧ ଭୋଜି ଖାଇବାକୁ ସମସ୍ତେ ଓଁକାରେଶ୍ବର ମନ୍ଦିର ଯାଇଥିଲେ। ଓଁକାରେଶ୍ବର ମନ୍ଦିରରେ ନିର୍ବନ୍ଧ ଭୋଜି ଖାଇ ରାସ୍ତାକୁ ଆସୁଥିବାବେଳେ ସେମାନଙ୍କୁ ଏକ ବସ ଧକ୍କା ଦେଇଥିଲା। ବସ ଧକ୍କାରେ ସମସ୍ତଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଥିବା ସୂଚନା ମିଳିଛି।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories