www.samajalive.in
Thursday, December 11, 2025
18.1 C
Bhubaneswar

ଜେଲ ଯିବା ପାଇଁ ସୁସ୍ଥ ଅଛନ୍ତି ଖଲିଦା ଜିଆ : ମେଡିକାଲ ରିପୋର୍ଟ

ବଙ୍ଗଳାଦେଶ : ବଙ୍ଗଳାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଖାଲିଦା ଜିଆଙ୍କ ଶରୀର ସଂମ୍ପୂର୍ଣ୍ଣ ସୁସ୍ଥ ଥିବା ଦର୍ଶାଇ ବଙ୍ଗବନ୍ଧୁ ଶେଖ ମୁଜିବ ମେଡିକାଲରୁ ଗୁରୁବାର ତାଙ୍କୁ ଜେଲଙ୍କୁ ପଠାଇ ଦିଆଯାଇଛି। ବଙ୍ଗଳାଦେଶ ଉଚ୍ଚ ନ୍ୟାୟାଳୟଙ୍କ ନିର୍ଦେଶ ପରେ ଅକ୍ଟୋବର ୬ ତାରିଖରେ ତାଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ମେଡିକାଲ ନିର୍ଦେଶକ ବ୍ରିଗେଡିଅର ଜେନରାଲ ଅବଦୁଲ୍ଲା ଅଲ ହାରୁମ୍‍ଙ୍କ କହିବା ଅନୁସାରେ ପୂର୍ବତନ ପ୍ରଧାନମନ୍ତ୍ରୀଙ୍କୁ ମେଡିକାଲରୁ ଛାଡିଦେବା ପାଇଁ  ବୋର୍ଡ ନିଷ୍ପତ୍ତି ନେଇଛି। ଏହା ଜିଆଙ୍କ ବିରୋଧରେ ଏକ ଚକ୍ରାନ୍ତ ବୋଲି ବିଏନପି ମହାସଚିବ ମିର୍ଜା ଫକରୁଲ ଇସଲାମ ଅଲମଗିର ଅଭିଯୋଗ କରିଛନ୍ତି।
ସୂଚନାଯୋଗ୍ୟ ଯେ, ବଙ୍ଗଳାଦେଶ ପୂର୍ବତନ ପ୍ରଧାନମନ୍ତ୍ରୀ ବେଗମ ଖଲିଦା ଜିଆଙ୍କୁ ଏକ ଅନାଥାଳୟ ଟ୍ରଷ୍ଟ ପାଣ୍ଠି  ଦୁର୍ନୀତି ନେଇ ହାଇକୋର୍ଟ ୧୦ବର୍ଷ ଜେଲ କାରାଦଣ୍ଡାଦେଶ ଶୁଣାଇଥିଲେ।

Hot this week

ମହିଳାଙ୍କୁ ଦୁର୍ବ୍ୟବହାର- ବୃଦ୍ଧଙ୍କୁ ଲଣ୍ଡା କରି ଚପଲ ମାଳ ପିନ୍ଧାଇଲେ

ଭବାନୀପାଟଣା - ଜଣେ ମହିଳାଙ୍କୁ ଦୁର୍ବ୍ୟବହାର କରିବା ଅଭିଯୋଗରେ ସଦରଥାନା ଅନ୍ତର୍ଗତ...

୨୦୦ ଥର ବସଉଠ କରାଇଲେ ଶିକ୍ଷୟିତ୍ରୀ, ଚେତା ହରାଇଲେ ଛାତ୍ରୀ

ସମାଜଲାଇଭ ଡେସ୍କ: ଛାତ୍ରୀଙ୍କୁ ଦୁଇ ଶହ ଥର ବସଉଠ କରାଇଲେ ଶିକ୍ଷୟିତ୍ରୀ।...

 ବସ୍‌ ସହ ବାଇକ ମୁହାଁ ମୁହିଁ ଧକ୍କା, ୨ ଛାତ୍ରଙ୍କ ମୃତ୍ୟୁ  

ଗୁଣପୁର, - -ରାୟଗଡ଼ା ଜିଲ୍ଲା ରାମନାଗୁଡା ଥାନା ଅନ୍ତର୍ଗତ ପାଲୁପାଇ ନିକଟରେ...

ନବ ନିଯୁକ୍ତଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ: ଦୁର୍ନୀତିଠାରୁ ଲକ୍ଷେ କୋଷ ଦୂରରେ ରୁହନ୍ତୁ

‘ମୁଖ୍ୟମନ୍ତ୍ରୀ ଆଡ଼ିବନ୍ଧ ତିଆରି ଯୋଜନା-୩.୦’ ଲୋକାର୍ପିତ ଭୁବନେଶ୍ୱର: ଯିଏ ଯେଉଁ ପଦବୀରେ ବି...

ଓଡିଶାରେ ଖୋଲିବ ସିଏଜି କାର୍ଯ୍ୟାଳୟର ପୂର୍ବାଞ୍ଚଳ ଶାଖା

ଭୁବନେଶ୍ୱର: ଆସନ୍ତା ଓଡ଼ିଆ ନବବର୍ଷ ଏପ୍ରିଲ ୧୫ ତାରିଖରେ ଭାରତର  ମହାଲେଖା...

Related Articles

Popular Categories