www.samajalive.in
Sunday, December 7, 2025
23.1 C
Bhubaneswar

ଭିଜିଲାନ୍ସ ଜାଲରେ ଗ୍ରାମ୍ୟ ଉନ୍ନୟନ ବିଭାଗ ସହକାରୀ ଯନ୍ତ୍ରୀ

ସୁନ୍ଦରଗଡ : ଭିଜିଲାନ୍ସ ଜାଲରେ ଆଉ ଜଣେ ଅଧିକାରୀ। ସୁନ୍ଦରଗଡ ଗ୍ରାମ୍ୟ ଉନ୍ନୟନ ବିଭାଗ ସହକାରୀ ଯନ୍ତ୍ରୀ ସଞ୍ଜୟ ବେହେରାଙ୍କ ଘରେ ମଙ୍ଗଳବାର ଭିଜିଲାନ୍ସ ପକ୍ଷରୁ ଚଢାଉ କରାଯାଇଛି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ମୋଟ ୭ଟି ସ୍ଥାନରେ ଚଢାଉ କରାଯାଇଛି। ସୁନ୍ଦରଗଡ ଏବଂ ଭଦ୍ରକରେ ଏକକାଳୀନ ୭ଟି ସ୍ଥାନରେ ଚଢାଉ କରାଯାଉଛି। ପୈତୃକ ଘର,ସରକାରୀ ଘର ଏବଂ କାର୍ଯ୍ୟାଳରେ ଚଢାଉ ଚାଲିଛି। ସୁନ୍ଦରଗଡ ଗ୍ରାମ୍ୟ ଉନ୍ନୟନ କାର୍ଯ୍ୟାଳୟ, ଲେଫ୍ରିପଡା କାର୍ଯ୍ୟାଳୟ, ସରକାରୀ ବାସଭବନ, କେନ୍ଦୁପଡାରେ ଥିବା ଭଡା ଘର, ଭଦ୍ରକରେ ଥିବା ପୈତୃକ ଘର, ଭଦ୍ରକରେ ଥିବା ଶ୍ୱଶୁର ଘରେ ଭିଜିଲାନ୍ସ ପକ୍ଷରୁ ଚଢାଉ କରାଯାଉଛି।

 

Hot this week

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

Related Articles

Popular Categories