www.samajalive.in
Saturday, December 13, 2025
26.1 C
Bhubaneswar

କଟକରେ ପହଞ୍ଚିଲେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ

ଭୁବନେଶ୍ୱର : ଓଡିଶା ଗସ୍ତରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ। ମଙ୍ଗଳବାର ଭୁବନେଶ୍ୱରରେ ଆସି ପହଞ୍ଚିବା ପରେ କଟକ ଅଭିମୁଖେ ପଶ୍ଚିମବଙ୍ଗ ମମତା। କଟକରେ ରେଭେନ୍ସା ହେଲିପ୍ୟାଡରେ ଓହ୍ଲାଇବା ପରେ ଏସସିବି ଅଭିମୁଖେ ବାହାରିଛନ୍ତି। ବାହାନଗା ଟ୍ରେନ ଦୁର୍ଘଟଣାରେ ଗୁରୁତର ଆହତ ହୋଇ ଏସସିବି ମେଡିକାଲରେ ଚିକିତ୍ସାଧୀନ ଥିବା ଯାତ୍ରୀଙ୍କୁ ଭେଟିବେ।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories