www.samajalive.in
Sunday, December 14, 2025
26.1 C
Bhubaneswar

ଅପରାହ୍ଣ ୪ଟା ମୁଖ୍ୟ ଖବର

କଟକ ଏସସିବିରେ ଆହତଙ୍କୁ ଭେଟିଲେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ..

ଆହତଙ୍କୁ ଭେଟିବା ପରେ ମମତାଙ୍କ ପ୍ରତିକ୍ରିୟା- ୩୧ ଜଣ ଏବେ ବି ନିଖୋଜ ଅଛନ୍ତି, ୧୦୩ ମୃତଦେହ ଚିହ୍ନଟ..

- Advertisement -

୯୭ ଜଣ ବିଭିନ୍ନ ଡାକ୍ତରଖାନାରେ ଚିକିତ୍ସାଧୀନ ଅଛନ୍ତି..

ଓଡ଼ିଶା ଓ ପଶ୍ଚିମବଙ୍ଗ ସରକାର ମିଳିତ ଭାବେ କାର୍ଯ୍ୟ କରୁଛନ୍ତି- ମମତା..

ସୁନ୍ଦରଗଡ : ସୁନ୍ଦରଗଡ ଗ୍ରାମ୍ୟ ଉନ୍ନୟନ ବିଭାଗ ସହକାରୀ ଯନ୍ତ୍ରୀ ସଞ୍ଜୟ ବେହେରାଙ୍କ ଘରେ ଭିଜିଲାନ୍ସ ଚଢାଉ..

ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୭ଟି ସ୍ଥାନରେ ଚଢାଉ..

ବାହାନଗା ଟ୍ରେନ ଦୁର୍ଘଟଣା ; ଆଜି ଓ କାଲି ପାଇଁ ୭୪ଟି ଟ୍ରେନ ବାତିଲ୍‌‌..

୭୪ ଟ୍ରେନ୍‌‌ ବାତିଲ ସହ ଗୋଟିଏ ଟ୍ରେନ୍‌‌ର ଗତିପଥ ପରିବର୍ତ୍ତନ..

ସିକନ୍ଦରାବାଦ୍‌‌-ଅଗରତାଲା ଏକ୍ସପ୍ରେସ ବି-୫ ବଗିରେ ଧୂଆଁ .. ଦୀର୍ଘ ୪୫ ମିନିଟ୍‌‌ ପରେ ଗଡିଲା ଟ୍ରେନ୍‌‌..

Hot this week

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

ସବ୍ୟସାଚୀ-ଅର୍ଚ୍ଚିତାଙ୍କ ଘରକୁ ଖବଶୀଘ୍ର ଆସିବେ କୁନି ଅତିଥି

ଭୁବନେଶ୍ୱର: ଓଲିଉଡର ଲୋକପ୍ରିୟ ଅଭିନେତା ସବ୍ୟସାଚୀ ମିଶ୍ରଙ୍କ ଘରେ ଏବେ ଖୁସିର...

କାହିଁକି ହେଉଛି ହଠାତ୍‌ ମୃତ୍ୟୁ? ଏମ୍ସ ରିପୋର୍ଟରେ ଆଶ୍ଚର୍ଯ୍ୟଜନକ ତଥ୍ୟ

ନୂଆଦିଲ୍ଲୀ: ଏମ୍ସ ଦ୍ୱାରା କରାଯାଇଥିବା ଏକ ନୂତନ ଅଧ୍ୟୟନ ଏକ ଆଶ୍ଚର୍ଯ୍ୟଜନକ...

Related Articles

Popular Categories