www.samajalive.in
Monday, December 8, 2025
17.1 C
Bhubaneswar

ସନ୍ଧ୍ୟା ୬ଟା ମୁଖ୍ୟ ଖବର

ବାହାନଗା ଟ୍ରେନ୍‌ ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ୨୮୮.. ସମସ୍ତ ପ୍ରକାର ଯାଞ୍ଚ ପରେ ଚୂଡ଼ାନ୍ତ ମୃତ୍ୟୁ ସଂଖ୍ୟା ୨୮୮.. ମୃତ୍ୟୁ ସଂଖ୍ୟା ନେଇ ସ୍ପଷ୍ଟ କଲେ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା..

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବାହାନଗା ଟ୍ରେନ ଦୁର୍ଘଟଣାରେ ଏ ପର୍ଯ୍ୟନ୍ତ ଚିହ୍ନଟ ହୋଇଥିବା ଓଡ଼ିଶାର ୩୯ ଜଣ ମୃତକଙ୍କ ପାଇଁ ୧.୯୫ କୋଟି ଟଙ୍କା ମଞ୍ଜୁର କରିଛନ୍ତି.. ୭ଟି ଜିଲାର ମୃତକଙ୍କ ନିକଟତମ ଆତ୍ମୀୟଙ୍କୁ ସହାୟତା ପ୍ରଦାନ..

- Advertisement -

ଟ୍ରେନ୍ ଦୁର୍ଘଟଣାରେ ଆହତ ଲୋକଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭେଟିଲେ ସାଂସଦ ଅପରାଜିତା ଷଡଙ୍ଗୀ..

ବାହାନଗା ଟ୍ରେନ୍‌ ଟ୍ରାଜେଡ଼ି ଘଟଣାରେ ମାମଲା ରୁଜୁ କଲା ସିବିଆଇ..

କଟକ ଏସସିବିରେ ଆହତଙ୍କୁ ଭେଟିଲେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ..

ଆହତଙ୍କୁ ଭେଟିବା ପରେ ମମତାଙ୍କ ପ୍ରତିକ୍ରିୟା- ୩୧ ଜଣ ଏବେ ବି ନିଖୋଜ ଅଛନ୍ତି, ୧୦୩ ମୃତଦେହ ଚିହ୍ନଟ.. ୯୭ ଜଣ ବିଭିନ୍ନ ଡାକ୍ତରଖାନାରେ ଚିକିତ୍ସାଧୀନ ଅଛନ୍ତି..

ଓଡ଼ିଶା ଓ ପଶ୍ଚିମବଙ୍ଗ ସରକାର ମିଳିତ ଭାବେ କାର୍ଯ୍ୟ କରୁଛନ୍ତି- ମମତା..

ସୁନ୍ଦରଗଡ ଗ୍ରାମ୍ୟ ଉନ୍ନୟନ ବିଭାଗ ସହକାରୀ ଯନ୍ତ୍ରୀ ସଞ୍ଜୟ ବେହେରାଙ୍କ ଘରେ ଭିଜିଲାନ୍ସ ଚଢାଉ.. ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୭ଟି ସ୍ଥାନରେ ଚଢାଉ..

ବାହାନଗା ଟ୍ରେନ ଦୁର୍ଘଟଣା.. ଆଜି ଓ କାଲି ପାଇଁ ୭୪ଟି ଟ୍ରେନ ବାତିଲ୍‌‌..

୭୪ ଟ୍ରେନ୍‌‌ ବାତିଲ ସହ ଗୋଟିଏ ଟ୍ରେନ୍‌‌ର ଗତିପଥ ପରିବର୍ତ୍ତନ..

ସିକନ୍ଦରାବାଦ୍‌‌-ଅଗରତାଲା ଏକ୍ସପ୍ରେସ ବି-୫ ବଗିରେ ଧୂଆଁ .. ଦୀର୍ଘ ୪୫ ମିନିଟ୍‌‌ ପରେ ଗଡିଲା ଟ୍ରେନ୍‌‌..

Hot this week

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

Related Articles

Popular Categories