www.samajalive.in
Monday, December 15, 2025
15.1 C
Bhubaneswar

ପତ୍ନୀହନ୍ତାକୁ ଆଜୀବନ କାରାଦଣ୍ଡ

ଭଦ୍ରକ: ଭଦ୍ରକ ଜିଲା ଦୌରା ଜଜ୍ ଆଜି ଏକ ହତ୍ୟା ମାମଲାର ଶୁଣାଶି କରିଛନ୍ତି । ପତ୍ନୀଙ୍କୁ ହତ୍ୟା କରିଥିବା ଅଭିଯୋଗରେ ବିଚାରଧୀନ କଏଦୀ ଶିବା ସାହୁଙ୍କୁ ଆଜୀବନ ଜେଲଦଣ୍ଡ ସହ ୩୦ ହଜାର ଟଙ୍କା ଜୋରିମାନା ଆଦେଶ କରିଛନ୍ତି ।

ସୂଚନାଯୋଗ୍ୟ, ଧାମନଗର ଥାନା ଅନ୍ତର୍ଗତ ସୋହଡା ଗ୍ରାମର ପାର୍ବତୀଙ୍କୁ ୧୫ ବର୍ଷ ପୂର୍ବେ ଶିବା ସାହୁ ବିବାହ କରିଥିଲେ । ଘରୋଇ କଳହକୁ କେନ୍ଦ୍ର କରି ଶିବା ସାହୁ ୨୦୧୪ ମସିହା ଅଗଷ୍ଟ ୨୯ ତାରିଖରେ ପାର୍ବତୀଙ୍କୁ ହତ୍ୟା କରିଥିଲେ । ଏହି ମାମଲାରେ ଶିବା ସାହୁଙ୍କୁ ଗ୍ରାମାଞ୍ଚଳ ପୁଳଇସ ଗିରଫ କରି କୋର୍ଟ ଚାଲଣ କରିଥିଲା । ଆଜି ଏହି ହତ୍ୟାକାଣ୍ଡର ଶୁଣାଣି ହୋଇଛି । ସେମାନଙ୍କର ଦୁଇଟି କନ୍ୟା ଓ ଗୋଟିଏ ପୁତ୍ର ସନ୍ତନ ହୋଇଥିବା ଜଣାପଡିଛି ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories