www.samajalive.in
Sunday, December 7, 2025
13.1 C
Bhubaneswar

ଗ୍ୟାଙ୍ଗଷ୍ଟାର ସଞ୍ଜୀବ ହତ୍ୟା ଘଟଣା : ୬ ପୁଲିସ୍‌ କର୍ମଚାରୀ ନିଲମ୍ବିତ

ଲକ୍ଷ୍ନୌ : ଉତ୍ତର ପ୍ରଦେଶର ଲକ୍ଷ୍ନୌସ୍ଥିତ ଏକ ଅଦାଲତ ପରିସରରେ ଗ୍ୟାଙ୍ଗଷ୍ଟର ସଞ୍ଜୀବ ମାହେଶ୍ୱରୀ ଜେଭାଙ୍କୁ ହତ୍ୟା କରାଯାଇଥିଲା। ଏହି ମାମଲାରେ ୬ ପୁଲିସ୍‌ କର୍ମଚାରୀଙ୍କୁ ନିଲମ୍ବନ (ସସ୍‌ପେଣ୍ଡ )କରାଯାଇଛି। ଏହି ପୁଲିସ୍‌ କର୍ମଚାରୀମାନେ ଅଦାଲତ ପରିସରରେ ମୁତୟନ ହୋଇଥିଲେ। କାର୍ଯ୍ୟରେ ଅବହେଳା ଯୋଗୁ ଜେଭାଙ୍କ ମୃତ୍ୟୁ ଘଟିଥିବା ସେଣ୍ଟ୍ରାଲ ଲକ୍ଷ୍ନୌ ଡିସିପି ସୂଚନା ଦେଇଛନ୍ତି। ବୁଧବାର ଜେଭା ଅଦାଲତରେ ହାଜର ହୋଇଥିଲେ। ଓକିଲ ବେଶରେ ଥିବା ଜଣେ ବ୍ୟକ୍ତି ଅଦାଲତ ପରିସରରେ ତାଙ୍କ ଉପରକୁ ଆଖିବୁଜା ଗୁଳି ଚଳାଇଥିଲେ। ତାଙ୍କୁ ତୁରନ୍ତ ନିକଟସ୍ଥ ବଳରାମପୁର ଡାକ୍ତରଖାନାକୁ ନିଆଯାଇଥିବାବେଳେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories