www.samajalive.in
Sunday, December 14, 2025
26.1 C
Bhubaneswar

ମାଲବାହି କୋଇଲା ବୋଝେଇ ଟ୍ରେନରେ ଲାଗିଛି ନିଆଁ

ବାଲୁଗାଁ: ମାଲବାହି କୋଇଲା ବୋଝଇ ଟ୍ରେନର ଏକ ବଗିରେ ନିଆଁ ଲାଗିଛି। ୨ ନମ୍ବର ପ୍ଲାଟଫର୍ମରେ କୋଇଲା ଟ୍ରେନର ବଗିରୁ ଧୂଆଁ ବାହାରୁ ଥିବା ଦେଖିବାକୁ ମିଳିଛି। ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ ପାଇଁ ଉଦ୍ୟମ ଜାରି ରଖିଥିବା ସୂଚନା ମିଳିଛି।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories