www.samajalive.in
Saturday, December 13, 2025
18.1 C
Bhubaneswar

ଜେଲଖାନା ଛକରେ ୨ ବାଇକ ମୁହାଁମୁହିଁ ଧକ୍କା : ୪ ଆହତ

ସମ୍ବଲପୁର : ସମ୍ବଲପୁରର ଜେଲଖାନା ଛକରେ ଶୁକ୍ରବାର ରାତିରେ ଦୁଇଟି ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି । ପ୍ରାପ୍ତ ସୂଚନାନୁଯାୟୀ, ଜେଲଖାନା ଛକରେ ଅତ୍ୟନ୍ତ ଦ୍ରତୁଗତିରେ ଆସୁଥିବା ଦୁଇଟି ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା। ଧକ୍କା ଏତେ ଜୋର ଥିଲା ଯେ, ଉଭୟ ବାଇକରେ ବସିଥିବା ୪ ଜଣ ଯୁବକ ଦୂରକୁ ଛିଟକି ପଡିଥିଲେ। ସ୍ଥାନୀୟ ଲୋକେ ତୁରନ୍ତ ପିସିଆର ଭ୍ୟାନ ଓ ଅଟୋ ରିକ୍ସା ଜରିଆରେ ଆହତ ମାନଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ନେଇଥିଲେ। ଦୁର୍ଘଟଣାରେ ୩ ଜଣ ଯୁବକଙ୍କ ଗୋଡ ଓ ହାତରେ ପ୍ରବଳ ମାଡ ହୋଇଥିବା ବେଳେ ଅନ୍ୟ ଜଣେ ଯୁବକଙ୍କ ମୁଣ୍ଡ ଫାଟି ଯାଇଛି। ଖବର ଲେଖାଯିବା ପର୍ଯ୍ୟନ୍ତ ଯୁବକ ମାନଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସା କରାଯାଉଥିବା ବେଳେ ଏହି ଘଟଣା ସମ୍ପର୍କରେ ଧନୁପାଲି ଥାନାରେ କୌଣସି ମାମଲା ରୁଜୁ ହୋଇ ନ ଥିବା ପୁଲିସ କହିଛି।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories