www.samajalive.in
Saturday, December 6, 2025
15.1 C
Bhubaneswar

ପ୍ରକାଶ ପାଇଲା ଯୁକ୍ତ ୩ ନାମ ଲେଖା ପାଇଁ ବିଜ୍ଞପ୍ତି

ଭୁବନେଶ୍ୱର : ଯୁକ୍ତ ୩ରେ ନାମ ଲେଖାଇବାକୁ ଉଚ୍ଚ ଶିକ୍ଷା ବିଭାଗ ବିଜ୍ଞପ୍ତି ପ୍ରକାଶ କରିଛି। ଜୁନ ୧୯ରୁ ଜୁଲାଇ ୪ ପର୍ୟ୍ୟନ୍ତ ଛାତ୍ରୀଛାତ୍ର ଆବେଦନ କରିପାରିବେ ବୋଲି ବିଜ୍ଞପ୍ତିରେ କୁହାଯାଇଛି। ସେହିପରି ଜୁଲାଇ ୧୪ରେ ପ୍ରଥମ ପର୍ୟ୍ୟାୟ ମେଧା ତାଲିକା, ୨ୟ ପର୍ୟ୍ୟାୟ ମେଧା ତାଲିକା ଜୁଲାଇ ୨୭, ତୃତୀୟ ପର୍ୟ୍ୟାୟ ମେଧା ତାଲିକା ଅଗଷ୍ଟ ୩, ଅଗଷ୍ଟ ୨୧ରେ ଚତୁର୍ଥ ପର୍ୟ୍ୟାୟ, ସେପ୍ଟେମ୍ବର ୧ ପଞ୍ଚମ ପର୍ୟ୍ୟାୟ ଏବଂ ୧୩ ସେପ୍ଟେମ୍ବରରେ ଷଷ୍ଠ ପର୍ୟ୍ୟାୟ ମେଧା ତାଲିକା ପ୍ରକାଶ କରାଯିବ ବୋଲି ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories