www.samajalive.in
Monday, December 8, 2025
20.1 C
Bhubaneswar

ସୌରିନ ଭଟ୍ଟଙ୍କ ନାମରେ ମାମଲା ରୁଜୁ, ମାନସିକ ଓ ଶାରୀରିକ ନିର୍ଯାତନା ଅଭିଯୋଗ

ଭୁବନେଶ୍ବର: ମୁମ୍ବଇ କଣ୍ଠଶିଳ୍ପୀ ସୌରିନ ଭଟ୍ଟଙ୍କ ନାମରେ ମାମଲା ରୁଜୁ ହୋଇଛି। ସୌରିନଙ୍କ ନାମରେ ଜଣେ ଯୁବତୀ ଥାନାରେ ଅଭିଯୋଗ କରିଛନ୍ତି । ଯୁବତୀଙ୍କ ଏତଲା ଆଧାରରେ ମାମଲା କଟକ ମହିଳା ଥାନା ପୁଲିସ ମାମଲା ରୁଜୁ କରିଛି। ୧୬୧ ଧାରରେ ଯୁବତୀଙ୍କ ବୟାନ ମଧ୍ୟ ରେକର୍ଡ କଲା ପୁଲିସ। ପ୍ରଥମେ ଜଗତପୁର ଥାନାରୁ ଯାଇ ଯୁବତୀ ଜଣକ ମହିଳା ଥାନାରେ ଏତଲା କରିଛନ୍ତି ।

ଯୁବତୀଙ୍କୁ ଗାୟିକା କରାଇଦେବାର ପ୍ରତିଶ୍ରୁତି ଦେଇ ଶୋଷଣ କରାଯାଇଥିବା ଅଭିଯୋଗ କରାଯାଇଛି। ମାନସିକ ଓ ଶାରୀରିକ ନିର୍ଯାତନା ଅଭିଯୋଗ କରିଛନ୍ତି ସମ୍ପୃକ୍ତ ଯୁବତୀ। ଯୁବତୀ ଜଣକ ପ୍ରଥମେ ଜଗତପୁର ଥାନାକୁ ଏତଲା ଦାୟର କରିବାକୁ ଯାଇଥିଲେ, ଏହାପରେ ସେଠାରୁ ତାଙ୍କୁ ପୁଲିସ କଟକ ମହିଳା ଥାନା ପଠାଇଥିଲା।

Hot this week

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

ସୂନାମୀ ଆଲର୍ଟ, ଜାପାନ୍‌ରେ ଜୋରଦାର ଭୂମିକମ୍ପ

ଟୋକିଓ - ଜାପାନରେ ଜୋରଦାର ଭୂମିକମ୍ପ ଅନୁଭୂତ ହୋଇଛି । ଜାପାନ...

ଋଷିକୂଲ୍ୟା ଅଞ୍ଚଳରେ ଅତିଥି ଧ୍ରୂବହଂସ

ଗଞ୍ଜାମ: ଶୀତର ଆଗମନରେ  ଋଷିକୁଲ୍ୟା ନଦୀ ମୁହାଣ ଅଞ୍ଚଳରେ ବିଦେଶୀ  ଅତିଥି...

Related Articles

Popular Categories