www.samajalive.in
Thursday, December 11, 2025
14.1 C
Bhubaneswar

ରଜ ଭେଟି ; ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୪% ବୃଦ୍ଧି

ଭୁବନେଶ୍ୱର : ରାଜ୍ୟ ସରକାରୀ କର୍ମଚାରୀଙ୍କୁ ସରକାରଙ୍କ ରଜ ଭେଟି। ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ମଙ୍ଗଳବାର ୪% ବୃଦ୍ଧି କରାଯାଇଛି। ଏନେଇ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। କର୍ମଚାରୀଙ୍କ ମହଙ୍ଗା ଭତ୍ତା ୩୮% ରୁ ୪୨%କୁ ବୃଦ୍ଧି ହୋଇଛି। ବର୍ଦ୍ଧିତ ଭତ୍ତା ୨୦୨୩ ଜାନୁଆରୀ ପହିଲାରୁ ପିଛିଲା ଭାବେ ଲାଗୁ ହେବ। ବର୍ଦ୍ଧିତ ମହଙ୍ଗା ଭତ୍ତା ଜୁନ୍‌‌ ମାସ ଦରମାରେ ନଗଦ ଆକାରରେ ମିଳିବ। ପେନ୍‌‌ସନ୍‌‌ଭୋଗୀଙ୍କ ଟିଆଇରେ ମଧ୍ୟ ୪ ପ୍ରତିଶତ ବୃଦ୍ଧି ହୋଇଛି। ପେନ୍‌‌ସନ୍‌‌ଭୋଗୀ ମଧ୍ୟ ଜୁନ୍‌‌ ମାସ ପେନ୍‌‌ସନ୍‌‌ରେ ବର୍ଦ୍ଧିତ ଟିଆଇ ପାଇବେ। ୭.୫ ଲକ୍ଷ ସରକାରୀ କର୍ମଚାରୀ ଓ ପେନ୍‌‌ସନ୍‌‌ଭୋଗୀ ଉପକୃତ ହେବେ।

Hot this week

୪ ଦଶନ୍ଧି ପରେ ବଡ଼ ଗୋପାଳଜୀଉ ମନ୍ଦିର ଫେରିବ ବିଗ୍ରହ

ଭୁବନେଶ୍ବର : ୧୯୮୩ରେ ଘଟିଥିବା ଏକ ଅଷ୍ଟଧାତୁ ମୂର୍ତ୍ତି ଚୋରି ମାମଲାରେ...

ନୂତନ କର୍ମକର୍ତ୍ତାଙ୍କ ସହ ବିଜେପିର ବୈଠକ

ଭୁବନେଶ୍ବର : କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଜନକଲ୍ୟାଣକାରୀ ଯୋଜନାର ସୁଫଳ...

କ୍ଷମା ମାଗିଲେ ଇଣ୍ଡିଗୋର ଅଧ୍ୟକ୍ଷ ବିକ୍ରମ ମେହେଟ୍ଟା, କହିଲେ..

ନୂଆଦିଲ୍ଲୀ : ଇଣ୍ଡିଗୋ ଏୟାରଲାଇନ୍ସ ଏକ ବଡ଼ ସଙ୍କଟର ସମ୍ମୁଖୀନ ହୋଇଥିଲା...

ବିଶ୍ବାସ ଜିନ୍‌

ବିଶ୍ବାସ ହେଉଛି ସମ୍ପର୍କର ସେତୁବନ୍ଧ। ଏହା ହିଁ ଆଦିମ ମଣିଷକୁ ପରସ୍ପର...

‘ଜୀବେ ଦୟା’ ଜୈବ ବିବିଧତାର ଆଦର୍ଶ

ଆମ ପରିବେଶରେ ଥିବା ବିଭିନ୍ନ ପ୍ରକାରର ଉଦ୍ଭିଦ, ପ୍ରାଣୀ ଓ ଅନ୍ୟାନ୍ୟ...

Related Articles

Popular Categories