www.samajalive.in
Tuesday, December 9, 2025
26.1 C
Bhubaneswar

ରାଜଧାନୀ ସହ ଉତ୍ତର ଭାରତରେ ଭୂକମ୍ପ ଝଟକା

ନୂଆଦିଲ୍ଲୀ : ଭୂକମ୍ପରେ ଥରିଲା ଦିଲ୍ଲୀ ଏନସିଆର,ଜମ୍ମୁ-କାଶ୍ମୀର,ପଞ୍ଜାବ ଓ ଚଣ୍ଡିଗଡ। ଦିଲ୍ଲୀ ସମେତ ଉତ୍ତର ଭାରତରରେ ଭୂକମ୍ପ ଝଟକା ଅନୁଭବ ହୋଇଛି। ପ୍ରାୟ ୧୦ ସେକେଣ୍ଡ ପର୍ଯ୍ୟନ୍ତ ମଙ୍ଗଳବାର ଭୂକମ୍ପ ଝଟକା ଅନୁଭବ ହୋଇଛି। ଦିନ ୧ଟା ୩୦ରେ ଭୂକମ୍ପ ଝଟକା ଅନୁଭବ ହେବା ମାତ୍ରେ ଲୋକେ ନିଜ ନିଜର ଘରୁ ବାହାରକୁ ପଳାଇ ଆସିଥିଲେ। ରିକ୍ଟର ସ୍କେଲରେ ଭୂକମ୍ପର ତିବ୍ରତା ୫.୪ ରେକର୍ଡ କରାଯାଇଛି। ମିଳିଥିବା ସୂଚନାନୁଯାୟୀ, ମୋହାଲି, ପଞ୍ଚକୂଳ ସହ ଜମ୍ମୁ-କାଶ୍ମୀରର କିଶତୱାଡରୁ ୩୦ କିମି ଦକ୍ଷିଣ ପୂର୍ବରେ ୫.୪ ତିବ୍ରତାର ଭୂକମ୍ପ ଝଟକା ଅନୁଭବ ହୋଇଛି। ସେହିପରି ପୁଞ୍ଛରେ ମଧ୍ୟ ଭୂକମ୍ପ ଝଟକା ଅନୁଭବ ହୋଇଛି।ଭୂକମ୍ପରେ କୌଣସି କ୍ଷୟକ୍ଷତି ହୋଇଥିବା ନେଇ କୌଣସି ସୂଚନା ମିଳିନାହିଁ।

Hot this week

ଇଣ୍ଡୋନେସିଆରେ ବଡ଼ ଧରଣର ଅଗ୍ନିକାଣ୍ଡ, ୨୦ ମୃତ

ସମାଜଲାଇଭ ଡେସ୍କ: ଇଣ୍ଡୋନେସିଆର ଜାକାର୍ତ୍ତାରେ ମଙ୍ଗଳବାର ଏକ ବଡ଼ ଧରଣର ଅଗ୍ନିକାଣ୍ଡ...

ଯୁକ୍ତ ଦୁଇ ପରୀକ୍ଷା ସୂଚୀ ସାମାନ୍ୟ ପରିବର୍ତ୍ତନ

ଭୁବନେଶ୍ଵର : ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ସାମାନ୍ୟ ପରିବର୍ତ୍ତନ ହୋଇଛି।...

ଦେଢ଼ବର୍ଷରେ ମଲେଣି ୧୩୬ ହାତୀ

ସମାଜଲାଇଭ ଡେସ୍କ: ରାଜ୍ୟରେ ହାତୀ ଅସୁରକ୍ଷିତ। ହାତୀ ମୃତ୍ୟୁ ରୋକିବାରେ ସରକାର...

ପାନୀୟଜଳ ସମସ୍ୟା ଦୂର ପାଇଁ ନିର୍ମାଣ ହେଉଛି ୬,୬୪୬ ନୂତନ ନଳକୂପ

ସମାଜଲାଇଭ ଡେସ୍କ: ରାଜ୍ୟରେ ଆଗକୁ ଆସୁଥିବା ଖରାଦିନ ପୂର୍ବରୁ ପାନୀୟଜଳ ସମସ୍ୟା...

ଅଟୋକୁ ଧକ୍କା ଦେଇ ବାଇକ ଚାଳକ ମୃତ

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଲକ୍ଷ୍ମୀପୁର ଗାଁରେ ଅଟୋ କୁ...

Related Articles

Popular Categories