www.samajalive.in
Tuesday, December 9, 2025
19.1 C
Bhubaneswar

ବନ୍ଦେ ଭାରତ ଏକ୍ସପ୍ରେସକୁ ସବୁଜ ପତାକା ଦେଖାଇବେ ପ୍ରଧାନମନ୍ତ୍ରୀ ମୋଦୀ

ନୂଆଦିଲ୍ଲୀ : ଆଗକୁ ମଧ୍ୟପ୍ରଦେଶ ବିଧାନସଭା ନିର୍ବାଚନ। ମଧ୍ୟପ୍ରଦେଶ ଉପରେ ସବୁ ଦଳର ନଜର ରହିଛି। ଏଇ ନିକଟରେ କଂଗ୍ରେସର ସାଧାରଣ ସମ୍ପାଦିକା ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଜବଲପୁରରେ ଏକ ବୈଠକ କରିଥିଲେ। ଏଇ କ୍ରମରେ ବର୍ତ୍ତମାନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜୁନ ୨୭ରେ ରାଜ୍ୟ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ଜୁନ୍‌ ୨୨ରୁ ଜୁନ୍‌ ୨୫ ଆମେରିକା ଗସ୍ତରେ ଯିବେ ମୋଦି। ଫେରିବା ପରେ  ମୋଦୀଙ୍କ ପରବର୍ତ୍ତୀ ଗସ୍ତ ଭୋପାଳ ହେବ ବୋଲି ସୂଚନା ମିଳିଛି। ପ୍ରଧାନମନ୍ତ୍ରୀ ୨୭ ଜୁନ ଅର୍ଥାତ୍‌ ମଙ୍ଗଳବାର ଭୋପାଳ-ଜବଲପୁର ବନ୍ଦେ ଭାରତ ଟ୍ରେନକୁ ସବୁଜ ପତାକା ଦେଖାଇବା ସହିତ ଏକ ରୋଡ ଶୋ ମଧ୍ୟ କରିବେ। ଭାରତୀୟ ଜନତା ପାର୍ଟିର ବୁଥ ସ୍ତରର ଶ୍ରମିକଙ୍କ ଏକ ବଡ଼ ସମ୍ମିଳନୀକୁ ମଧ୍ୟ ସମ୍ବୋଧିତ କରିବାର କାର୍ଯ୍ୟକ୍ରମ ରହିଛି।

Hot this week

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

ପ୍ରଥମେ ବ୍ୟାଟିଂ କରିବ ଭାରତ

କଟକ: ଆଉ ମାତ୍ର କିଛି ସମୟର ଅପେକ୍ଷା। କଟକ ବାରବାଟୀ ଷ୍ଟାଡିୟମରେ...

ଇଣ୍ଡୋନେସିଆରେ ବଡ଼ ଧରଣର ଅଗ୍ନିକାଣ୍ଡ, ୨୦ ମୃତ

ସମାଜଲାଇଭ ଡେସ୍କ: ଇଣ୍ଡୋନେସିଆର ଜାକାର୍ତ୍ତାରେ ମଙ୍ଗଳବାର ଏକ ବଡ଼ ଧରଣର ଅଗ୍ନିକାଣ୍ଡ...

ଯୁକ୍ତ ଦୁଇ ପରୀକ୍ଷା ସୂଚୀ ସାମାନ୍ୟ ପରିବର୍ତ୍ତନ

ଭୁବନେଶ୍ଵର : ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ସାମାନ୍ୟ ପରିବର୍ତ୍ତନ ହୋଇଛି।...

ଦେଢ଼ବର୍ଷରେ ମଲେଣି ୧୩୬ ହାତୀ

ସମାଜଲାଇଭ ଡେସ୍କ: ରାଜ୍ୟରେ ହାତୀ ଅସୁରକ୍ଷିତ। ହାତୀ ମୃତ୍ୟୁ ରୋକିବାରେ ସରକାର...

Related Articles

Popular Categories